୨୩ରୁ ସାଧାରଣ ଭକ୍ତଙ୍କ ପାଇଁ କାଳିଆ ଦର୍ଶନ

ପୁରୀ ଅଫିସ୍‌,୪।୮: ଆସନ୍ତା ୧୬ତାରିଖ ଖୋଲିବ ଶ୍ରୀମନ୍ଦିର। ୧୬ରୁ ୨୦ ପର୍ଯ୍ୟନ୍ତ ୫ ଦିନ ଧରି ପୁରୀବାସୀଙ୍କୁ କାଳିଆ ଦର୍ଶନ ପାଇଁ ଛଡାଯିବ। ୨୧ ଓ ୨୨ ତାରିଖ ଶଟ୍‌ଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ମନା କରାଯାଇଛି। ସେହି ୨ ଦିନ ଶ୍ରୀମନ୍ଦିର ପରିସର ସାନିଟାଇଜ କରାଯିବ। ୨୩ ତାରିଖରୁ ସାଧାରଣ ଭକ୍ତ କାଳିଆ ଦର୍ଶନ କରିପାରିବେ। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ବୁଧବାର ଏହି ସୂଚନା ଦେଇଛନ୍ତି।

ଶ୍ରଦ୍ଧାଳୁଙ୍କ ପାଇଁ ଡବଲ ଡୋଜ ଟିକା ପ୍ରମାଣପତ୍ର କିମ୍ବା ୯୬ ଘଣ୍ଟା ପୂର୍ବର ନେଗେଟିଭ ଆର୍‌ଟି-ପିସିଆର ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି। ସକାଳ ୭ଟା’ରୁ ରାତି ୮ଟା ପର୍ଯ୍ୟନ୍ତ ଠାକୁରଙ୍କ ଦର୍ଶନ ମିଳିବ। ସପ୍ତାହନ୍ତ ଶଟ୍‌ଡାଉନ ଓ ଜନ୍ମାଷ୍ଟମୀ ଦିନ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଯିବା ମନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri