‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’

ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ ଭାରତ ଲାଗୁ କରିନାହାନ୍ତି। ଏଠାରେ କେବଳ ଲ୍ୟାଣ୍ଡ, ସ୍ୟାଣ୍ଡ ମାଇନିଂ ନୁହଁ, ଏଠାରେ ରତ୍ନଭଣ୍ଡାର ଚାବି ବି ହଜାଇ ଦେଇଛନ୍ତି। ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ , ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଦରକାର। ମୋଦିଙ୍କ ନେତୃତ୍ୱରେ ସୁରକ୍ଷା, ସମ୍ମାନ, ବିକାଶ ଦେଶର ହୋଇଛି। ଏ ମୋଦିଙ୍କ ଭାରତ, ଏଠାରେ ଯିଏ ବଦମାସୀ କରିବ ସେମାନଙ୍କୁ ସାବାଡ କରାଯିବ। ଉତ୍ତରପ୍ରଦେଶ ପରି ବୁଲ୍‌ଡୋଜର ଚଢ଼ାଇ ଦିଆଯିବ। ଡବଲ ଇଞ୍ଜିନ ସରକାରରେ କି ପ୍ରକାର ଲାଭ ହୁଏ ତାହା ଉତ୍ତରପ୍ରଦେଶ ସରକାର କରି ଦେଖାଇଛନ୍ତି। ଓଡ଼ିଶାରେ ନବୀନ ସରକାର ବାବୁମାନେ ଘେରାବନ୍ଦୀରେ ରହିଛନ୍ତି।

ଅନ୍ୟପକ୍ଷରେ କଂଗ୍ରେସକୁ ମଧ୍ୟ କଡ଼ା ଆକ୍ଷେପ କରିଛନ୍ତି ଯୋଗୀ। ସେ କହିଛନ୍ତି, କିଛି ଲୋକ ଭାରତରେ ଅଛନ୍ତି, କିନ୍ତୁ ପାକିସ୍ତାନର ଗୁଣଗାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri