ନାଗାର୍ଜୁନ ବେଶ ଦିନ ଜିଲା ବାହାର ଲୋକଙ୍କୁ ପୁରୀ ନ ଆସିବାକୁ ଅନୁୁରୋଧ

ପୁରୀ ଅଫିସ, ୨୫।୧୧(ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ। ଏଥର ପଞ୍ଚକ ୬ ଦିନ ପଡୁଥିବା ବେଳେ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ତେବେ ମହାମାରୀ କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ଥିବାରୁ ଏଥିପାଇଁ ଜିଲା ପ୍ରଶାସନ କେତେକ କଟକଣା ଳଗାଇଛି। ପଞ୍ଚକ ୬ ଦିନ ଶ୍ରୀନଅର ଠାରୁ ସିଂହଦ୍ୱାର ପର୍ଯ୍ୟନ୍ତ ଗାଡି ଚଳାଚଳ ବନ୍ଦ ରହିବ। ଶ୍ରଦ୍ଧାଳୁମାନେ ଚାଲି ଚାଲି ପତିତପାବନଙ୍କୁ ଦର୍ଶନ କରି କାକୁଡିଖାଇ ଛକ ଦେଇ ବାହାରିବେ। ସେହିପରି ନାଗାର୍ଜୁନ ବେଶ ଦିନ ବାହାର ଲୋକଙ୍କୁ ପୁରୀ ନ ଆଶିବାକୁ ଅନୁରୋଧ କରିଛି ପ୍ରଶାସନ। ଏଥିସହ ନାଗାର୍ଜୁନ ବେଶ ଦିନ ଭକ୍ତଙ୍କୁ କିପରି ଶୃଙ୍ଖଳିତ ଭାବେ ମହାପ୍ରସାଦ ମିଳିିପାରିବ ସେ ନେଇ ମଧ୍ୟ ବ୍ୟବସ୍ଥା ହୋଇଛି। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଶ୍ରଦ୍ଧାଳୁଙ୍କୁ ଅବଢ଼ା ଯୋଗାଇ ଦିଆଯିବ ବୋଲି ଉପଜିଲାପାଳ ଭବତାରଣା ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ...

ବିଦ୍ୟୁତ୍‌ ଦେଖିନାହାନ୍ତି ଶତାଧିକ ଜୁଆଙ୍ଗ ପରିବାର

କେନ୍ଦୁଝର,୨୨।୨: କେନ୍ଦୁଝର ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୦ କି.ମି. ଦୂର କାଞ୍ଜିପାଣି ଘାଟି ଉପରେ ଟାଙ୍ଗରପଡ଼ା ଗ୍ରାମ ରହିଛି। ବଣପାହାଡ଼ ଘେରା ଅଞ୍ଚଳରେ ବହୁ ବର୍ଷ...

ବାଲିଯାତ୍ରାରେ ମୋ’ କଟକ ପାଭିଲିୟନ

କଟକ ଅଫିସ, ୧୪ା୧୧: ଚଳିତବର୍ଷ ବାଲିଯାତ୍ରାରେ ନିଆଯାଇଥିବା ନୂତନ ପଦକ୍ଷେପ ମଧ୍ୟରେ ମୋ’ କଟକ ପାଭିଲିୟନ ନୂତନ ଅଧ୍ୟାୟ ଯୋଡ଼ିଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ...

ବେଦାନ୍ତ ଲାଞ୍ଜିଗଡ଼ ପକ୍ଷରୁ ୩୫ ଶିକ୍ଷକଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ ସମ୍ମାନିତ

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବେଦାନ୍ତ ଆଲୁମିନିୟମ୍‌ ପକ୍ଷରୁ ଲାଞ୍ଜିଗଡଠାରେ ବ୍ଲକର ୬ ପଞ୍ଚାୟତର ୩୫ ପ୍ରଧାନଶିକ୍ଷକ, ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କୁ ଦ୍ରୋଣାଚାର୍ଯ୍ୟ ସମ୍ମାନରେ...

ଗଳାକାଟି ହତ୍ୟା ଘଟଣା: କୋର୍ଟରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ

ବ୍ରହ୍ମପୁର ଅଫିସ,୧୩ା୧୨- ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମରେ ଜଣେ ଯୁବକଙ୍କ ଗଳା କାଟି ହତ୍ୟା କରାଯାଇଥିଲା। ପୋଲିସ ଅଭିଯୁକ୍ତ ବି. ବୁଲା ଦୋରାଙ୍କୁ ଧରିପାରି...

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ...

ଘରେ ବସି କିଣିହେବ ଆଦିବାସୀ ସାମଗ୍ରୀ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ୨୬ ତାରିଖଠାରୁ ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆରେ ହେବାକୁ ଥିବା ଆଦିବାସୀ ମେଳା-୨୦୨୧ ପାଇଁ ଏକ ପ୍ରସ୍ତୁତି ବୈଠକ ଶନିବାର ଆଦିବାସୀ ପଡ଼ିଆଠାରେ ଅନୁଷ୍ଠିିତ...

୧୬୩ ଆହାର କେନ୍ଦ୍ରରେ ୧୭୦୦ ଏସ୍‌ଏଚ୍‌ଜି ମହିଳା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ) :ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଆହାର କାର୍ଯ୍ୟକ୍ରମ ସଫଳତାର ଶିଖର ଛୁଇଁଛି। ରାଜ୍ୟର ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆହାର କେନ୍ଦ୍ରଗୁଡ଼ିକ ନୂଆ...

Advertisement
Archives

Model This Week