ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଜନ୍ମନୀତି ଅନ୍ୟତମ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ମଧ୍ୟାହ୍ନ ଧୂପ ଭୋଗ ସରିବା ପରେ ଶ୍ରୀରାମ ଜନ୍ମନୀତି ଶେଷ ହେବା ପର୍ଯ୍ୟନ୍ତ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ନୀତି ସମ୍ପନ୍ନ ହେବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?