ମନ୍ଦିର ପ୍ରବେଶ କଲେ ପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୬ା୬(ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ ପରେ ସୋମବାର ମନ୍ଦିରରେ ପ୍ରବେଶ କରିଛନ୍ତି ଦେବ ଦମ୍ପତି। ସୁସଜ୍ଜିତ ବିମାନରେ ମହାପ୍ରଭୁ ଲିଙ୍ଗରାଜ ଓ ମା’ ପାର୍ବତୀ ବିରାଟ ପଟୁଆରରେ ମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରର କଳାକାରମାନେ ଏଥିରେ ସାମିଲ ହୋଇଥିଲେ। ବିଭିନ୍ନ ବାଦ୍ୟ ଯନ୍ତ୍ର ସହ ପାରମ୍ପରିକ ତୂରୀ, ଶଙ୍ଖ, ହୁଳହୁଳିରେ ପ୍ରକମ୍ପିତ ହୋଇପଡ଼ିଥିଲା ପୂରା ପରିବେଶ। ମହାପ୍ରଭୁ ଲିଙ୍ଗରାଜ ଓ ମାତା ପାର୍ବତୀଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁ ସମବେତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri