ବର୍ଷସାରା ମହାପ୍ରଭୁ ବାହାରକୁ ଆସିପାରିବେନି: ଗଜପତି

ପୁରୀ,୪ା୧: ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରା ନେଇ ଗଜପତି ମହାରାଜ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଶ୍ରୀଜଗନ୍ନାଥ ଚିନ୍ତନ ଓ ଚେତନା କାର୍ଯ୍ୟକ୍ରମରେ ଗଜପତି ମହାରାଜ ଯୋଗ ଦେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି।

ମହାରାଜ କହିଛନ୍ତି, ସେମାନେ ଜାଣି ନାହାନ୍ତି ଏହା କେତେ ବ୍ୟତିକ୍ରମ। ଆମେ ଯଦି ମହାପ୍ରଭୁଙ୍କ ଭକ୍ତ, ତା’ହେଲେ ଆଦେଶ ପାଳନ କରିବା। ଆଷାଢ଼ ଶୁକ୍ଳ ଦ୍ବିତୀୟରେ ନବଦିନାତ୍ମକ ରଥଯାତ୍ରା ପାଇଁ ନିର୍ଦ୍ଦେଶ ରହିଛି। ଏହା ହେଉଛି ମହାପ୍ରଭୁଙ୍କ ନିର୍ଦ୍ଦେଶ, ଆଉ କାହାର ନୁହେଁ। ମହର୍ଷି ବେଦବ୍ୟାସ ଯାହା ଲେଖିଛନ୍ତି, ତାହା ପାଳନ କରିବା ଦରକାର। ମହାପ୍ରଭୁଙ୍କ ଆଦେଶ ନ ଥିଲେ ଆମେ ବାହାରକୁ କାଢ଼ି ପାରନ୍ତେ ନାହିଁ। ବର୍ଷକୁ ଦୁଇ ଥର ମହାପ୍ରଭୁ ବାହାରକୁ ଆସିବାର ନିର୍ଦ୍ଦେଶ ରହିଛି। ଆମେ ବର୍ଷ ସାରା ମହାପ୍ରଭୁଙ୍କୁ ବାହାରକୁ ଆଣିପାରିବା ନାହିଁ ବୋଲି ଗଜପତି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ରହିଛି…

ଇସଲାମାବାଦ,୨୧ା୨: ଶନିବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି। ଭାରତର ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS)…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା…

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି।…

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri