ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାସ୍ନାନ

ପୁରୀ,୨୫ା୩: ଶ୍ରୀମନ୍ଦିରରେ ମଙ୍ଗଳବାର ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଳିଆ ସେବକଙ୍କୁ ସେବାୟତ ଛୁଇଁ ଦେବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ମଇଲମ ଚାଲିଥିବା ବେଳେ ସେବାୟତ ଛୁଇଁ ଦେଇଥିଲେ। ମହାସ୍ନାନ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି।

ସୂଚନା ଯୋଗ୍ୟ, ଶନିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଥିଲା। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଥିଲା। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ୭ ଉପଜିଲାପାଳ ନିଯୁକ୍ତ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୩୦।୩(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ରବିବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri