୧୬୦ ବର୍ଷ ପରେ ଶୁଭ ସଂଯୋଗ: ମଳମାସରେ ଏହି କାମ କଲେ ଭଗବାନ ବିଷ୍ଣୁ ହୋଇଥାନ୍ତି ପ୍ରସନ୍ନ

ହିନ୍ଦୁ ଧର୍ମରେ ମଳମାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬୦ ବର୍ଷ ପରେ ଏବେ ଶୁଭ ସଂଯୋଗ ଘଟିଛି। ଏଥର ମଳମାସ ୧୮ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୧୬ ୨୦୨୦ରେ ଏହା ଶେଷ ହେବ। ଅକ୍ଟୋବର ୧୭ରୁ ନବରାତ୍ରୀ ପର୍ବ ଆରମ୍ଭ ହୋଇଯିବ। ଧାର୍ମିକ ମାସର ଆଧିପତି ହେଉଛନ୍ତି ଭଗବାନ ବିଷ୍ଣୁ। ବିଷ୍ଣୁଙ୍କର ଅନ୍ୟନାମ ପୁରୁଷୋତ୍ତମ। ତେଣୁ ଏହି ମଳମାସକୁ ପୁରୁଷୋତ୍ତମ ମାସ କୁହାଯାଏ। ଏହି ମାସରେ କୌଣସି ଶୁଭକାର୍ଯ୍ୟ କରିବା ଉଚିତ ନୁହେଁ। ହେଲେ ଏମିତି କିଛି ରହିଛି ଯାହାକୁ ମଳମାସରେ କଲେ ଲାଭଦାୟକ ହୋଇଥାଏ। ଜାଣିବା ସେ ବିଷୟରେ…

ଭଗବାନ ବିଷ୍ଣୁଙ୍କ ପୂଜା: ମଳମାସରେ ଭଗବାନ ବିଷ୍ଣୁଙ୍କର ପୂଜା କରାଯାଏ। ସତ୍ୟନାରାୟଣ ପୂଜା କରିବା ସବୁଠାରୁ ଶୁଭ ବୋଲି ବିବେଚନା କରାଯାଏ। ଏହି ମାସରେ ଭଗବାନ ବିଷ୍ଣୁଙ୍କୁ ପୂଜା କଲେ ମା’ ଲକ୍ଷ୍ମୀ ଖୁସି ହୋଇଥାନ୍ତି । ଜୀବନରେ ସୁଖ ଏବଂ ସମୃଦ୍ଧି ଆସିଥାଏ।

ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ:
ମଳମାସରେ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରିବା ସବୁଠାରୁ ଶୁଭ। ଏପରି କରିବାଦ୍ୱାରା ଘରୁ ସମସ୍ତ ପ୍ରକାରର ଦୋଷ ଦୂର ହୋଇଥାଏ ଏବଂ ସକାରାତ୍ମକ ଶକ୍ତି ଘରକୁ ଆସିଥାଏ ବୋଲି କୁହାଯାଏ।

ଯଜ୍ଞ ଏବଂ ଅନୁଷ୍ଠାନ: ମଳମାସରେ ଯଜ୍ଞ ଏବଂ ଅନୁଷ୍ଠାନ କରିବା ସର୍ବୋତ୍ତମ। ଏପରି କରିବା ଦ୍ୱାରା ଭକ୍ତର ସମସ୍ତ ମନସ୍କାମନା ପୂର୍ଣ୍ଣ ହୋଇଥାଏ।

ବ୍ରଜଭୂମି ଭ୍ରମଣ: ମଳମାସରେ ଭଗବାନ ବିଷ୍ଣୁଙ୍କର ସମସ୍ତ ଅବତାରକୁ ପୂଜା କରିବା ଠିକ୍‌ ବୋଲି ବିବେଚନା କରାଯାଏ। ଏହି ସମୟରେ ବ୍ରଜ ଭୂମି ଯାତ୍ରା କରିବା ଶୁଭ। କରୋନା ଯୋଗୁ ବ୍ରଜଭୂମି ଯାତ୍ରା କଷ୍ଟକର । ତେଣୁ ଘରେ ରହି ପୂଜା କରିବା ସବୁଠାରୁ ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri