Posted inଖେଳ

ଆଜିଠୁ ଲର୍ଡସ୍ ଲଢ଼େଇ: ତୃତୀୟ ଟେଷ୍ଟ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ, ୧-୧ରେ ସିରିଜ ବରାବର

ଲର୍ଡସ୍,୧୦।୭: କ୍ରିକେଟର ମକ୍କା କୁହାଯାଉଥିବା ଐତିହାସିକ ଲର୍ଡସ୍ ଷ୍ଟାଡିୟମ୍‌ରେ ଆଜିଠୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଆଣ୍ଡରସନ୍-ତେନ୍ଦୁଲକର ଟ୍ରଫି ଶୃଙ୍ଖଳାର ତୃତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହେଉଛି। ୫ ମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ ଉଭୟ ଦଳ ଏପର୍ଯ୍ୟନ୍ତ ଗୋଟିଏ ଲେଖାଏଁ ମ୍ୟାଚ୍ ଜିତି ସମତା ବଜାୟ ରଖିଛନ୍ତି, ଯାହା ଏହି ମ୍ୟାଚ୍‌କୁ ଆହୁରି ରୋମାଞ୍ଚକର କରିଛି।

ଭାରତୀୟ ଦଳ ଅଧିନାୟକ ଶୁଭମନ ଗିଲଙ୍କ ନେତୃତ୍ୱରେ ଏହି ମ୍ୟାଚ୍‌ରେ ଶକ୍ତିଶାଳୀ ପ୍ରଦର୍ଶନ କରିବାକୁ ପ୍ରସ୍ତୁତ। ଅନ୍ୟପକ୍ଷରେ, ଇଂଲଣ୍ଡ ଦଳ ବେନ୍‌ ଷ୍ଟୋକ୍ସଙ୍କ ଅଧିନାୟକତ୍ୱରେ ନିଜର ‘ବାଜବଲ’ ଶୈଳୀରେ ଖେଳ ଜାରି ରଖିବାକୁ ଚେଷ୍ଟା କରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri