Posted inଖେଳ

ଦିନକରେ ପଡ଼ିଲା ୧୦ ଉଇକେଟ୍‌

ଲଡର୍‌ସ, ୧୩।୮- ଲଡର୍‌ସ ଟେଷ୍ଟ ପ୍ରଥମ ଦିନରେ ମାତ୍ର ୩ ଉଇକେଟ ପଡ଼ିଥିବାବେଳେ ଦ୍ୱିତୀୟ ଦିନ ପଡ଼ିଛି ୧୦ ଉଇକେଟ। ପୂରା ଦିନରେ ବୋଲରମାନେ ରାଜୁତି କରିଥିଲେ। ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୨୭୬/୩)ରୁ ବ୍ୟାଟିଂ ଆରମ୍ଭ କରିଥିବା ଟିମ୍‌ ଇଣ୍ଡିଆ ୩୬୪ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ମାତ୍ର ୮୮ ରନ୍‌ରେ ଭାରତୀୟ ଦଳ ଅନ୍ତିମ ୭ ଉଇକେଟ ହରାଇଥିଲା। ଜିମ୍ମି ଆଣ୍ଡରସନ ୫ ଉଇକେଟ ସଫଳତା ହାତେଇଥିଲେ। ଜବାବରେ ଇଂଲଣ୍ଡକୁ ଆରମ୍ଭରୁ ଲଗାତାର ଦୁଇଟି ଝଟ୍‌କା ଦେଇଥିଲେ ଭାରତୀୟ ପେସର ମହମ୍ମଦ ସିରାଜ। ଏହାପରେ ଜୋ ରୁଟ୍‌ (୪୮) ଓ ରୋରି ବନର୍‌ସ ୩ୟ ଉଇକେଟ ପାଇଁ ଦଳୀୟ ସ୍କୋରରେ ଯୋଡ଼ିଥିଲେ ୮୫ ରନ୍‌। ଦିନର ଶେଷ ଆଡ଼କୁ ବନର୍‌ସ (୪୯)ଙ୍କୁ ପ୍ୟାଭେଲିଅନ ପଠାଇଥିଲେ ମହମ୍ମଦ ଶାମି। ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଇଂଲଣ୍ଡ ୩ ଉଇକେଟ ହରାଇ ୧୧୯ ରନ୍‌ କରିଛି। ଘରୋଇ ଦଳ ଭାରତ ଠାରୁ ୨୪୫ ରନ୍‌ ପଛରେ ଥିବାବେଳେ ହାତରେ ଅଛି ୭ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri