Posted inଖେଳ

ବଡ଼ ପରିବର୍ତ୍ତନ ସହ ଓହ୍ଲାଇଲା ସନ୍‌ରାଇଜର୍ସ

ଦୁବାଇ,୨୭।୯: ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ସୋମବାର ଖେଳାଯିବାକୁ ଥିବା ସନରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଦଳର ଅଧିନାୟକ ସଞ୍ଜୁ ସାମସନ। ଦଳର କମ୍ବିନେଶନକୁ ଦୃଷ୍ଟିରେ ରଖି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ଆହତ ସମସ୍ୟା କାରଣରୁ କାର୍ତ୍ତିକ ତ୍ୟାଗି ବାଦ୍‌ ପଡ଼ିଥିବା ବେଳେ କ୍ରିସ ମୋରିସ ଓ ଇଭିନ ଲୁଇସ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ ପୂର୍ବ ମ୍ୟାଚ୍‌ ଅପେକ୍ଷା ହାଇଦ୍ରାବାଦ୍‌ ତା’ର ଦଳରେ ୪ ପରିବର୍ତ୍ତନ କରିଛି। ଅଭିଜ୍ଞ ଓପନର ତଥା ପୂର୍ବତନ ଅଧିନାୟକ ଡେଭିଡ ଓ୍ବାର୍ନର, ମନୀଷ ପାଣ୍ଡେ, କେଦାର ଯାଦବ ଓ ମହମ୍ମଦ ଖଲିଲଙ୍କୁ ବାଦ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri