Posted inଜାତୀୟ

ପଦ୍ମଫୁଲ ଆକୃତିର ବିମାନ ବନ୍ଦର: ପ୍ରଧାନମନ୍ତ୍ରୀ ହେଲେ ପ୍ରଥମ ଯାତ୍ରୀ…

ବେଙ୍ଗାଲୁରୁ,୨୭।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ଶିବମୋଗାରେ ସୋମବାର ବିମାନବନ୍ଦରର ଉଦଘାଟନ କରଛନ୍ତି। ଏହା ସହିତ ବେଲଗାଭିରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇଛନ୍ତି। ସରକାରୀ ବିବୃତ୍ତି ଅନୁଯାୟୀ ପ୍ରଧାନମନ୍ତ୍ରୀ ଶିବମୋଗା ବିମାନବନ୍ଦର ପରିଦର୍ଶନ କରିଛନ୍ତି।

ଏହି ବିମାନବନ୍ଦରରେ ଅବତରଣ କରିଥିବା ପ୍ରଥମ ଯାତ୍ରୀ ନିଜେ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ପଦ୍ମଫୁଲ ଆକୃତିର ଏହି ବିମାନ ବନ୍ଦର ଘଣ୍ଟା ପ୍ରତି ୩୦୦ ଯାତ୍ରୀଙ୍କୁ ନିୟନ୍ତ୍ରଣ କରିପାରିବାକୁ ସକ୍ଷମ। ଏହି ବିମାନବନ୍ଦରଟି ଶିବମୋଗା ଏବଂ ଅନ୍ୟାନ୍ୟ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗ ସ୍ଥାପନ କରିବାକୁ ସକ୍ଷମ ହେବ। ୬୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବିମାନ ବନ୍ଦର ରାଜ୍ୟର ୯ତମ ଘରୋଇ ବିମାନବନ୍ଦର ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…

ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍‌ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…

ଏଥର କାହିଁକି ନଜର ଆସିଲେନି ପଞ୍ଜାବ କିଙ୍ଗ୍ସର ମାଲିକାଣୀ? MI ବିପକ୍ଷରେ ବିଜୟ ପରେ ପୋଷ୍ଟ କରିି…

ନୂଆଦିଲ୍ଲୀ,୧୭।୪: IPL 2026 ରେ ପଞ୍ଜାବ କିଙ୍ଗ୍ସ ଏକ ଚମତ୍କାର ପ୍ରଦର୍ଶନ କରୁଛି। ଏପର୍ଯ୍ୟନ୍ତ, ପଞ୍ଜାବ ଟୁର୍ଣ୍ଣାମେଣ୍ଟରେ ଏକମାତ୍ର ଦଳ ଯିଏ ଗୋଟିଏ ବି ମ୍ୟାଚ ହାରିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri