ପାଟଣା ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ, ଥରିଲା ସବୁକିଛି

ପାଟଣା,୨୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ସୋମବାର ପୂର୍ବାହ୍ନରେ ୨ ଥର ପ୍ରଚଣ୍ତ ଶବ୍ଦ ଶୁଣିବାକୁ ମିଳିଛି। ଫଳରେ ଭୂମି ସହ ଘର କାନ୍ଥ, ଝରକା, କବାଟ ଥରି ଉଠିବା ଲୋକେ ଅନୁଭବ କରି ଭୟଭୀତ ହୋଇଛନ୍ତି। ଏହାକୁ କେହି ମୃଦୁ ଭୂକମ୍ପର ଝଟ୍‌କା କହୁଥିବା ବେଳେ କେହି କେହି ଆକାଶରୁ ପ୍ରଚଣ୍ଡ ଶବ୍ଦ ଶୁଭିଥିବା କହୁଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରକୃତ କାରଣ ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri