ଲୁଇସ ଫିଲିପ୍‌ର ଲକ୍‌ଜୁରିୟସ ସ୍ନିକର ରେଞ୍ଜ

ଭୁବନେଶ୍ୱର, ୯।୧୦: ଆଦିତ୍ୟ ବିର୍ଲା ଫ୍ୟାଶନ ଆଣ୍ଡ ରିଟେଲ ଲିମିଟେଡ୍‌ର ଅଗ୍ରଣୀ ବ୍ରାଣ୍ଡ୍‌ ଲୁଇ ଫିଲିପ୍‌ର ନୂତନ ଉତ୍ପାଦ ତଥା ଲକ୍‌ଜୁରିୟସ୍‌ ସ୍ନିକର ରେଞ୍ଜର ଶୁଭାରମ୍ଭ ସହ ଲୁଇ ଫିଲିପ୍‌ ଉତ୍ପାଦ ପୋର୍ଟଫୋଲିର ସମ୍ପ୍ରସାରଣ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏପରିକି ଏହି ସ୍ନିକର୍ସଗୁଡିକ ଷ୍ଟାଇଲ୍‌, ଆରାମ ଓ ସୋଫିଷ୍ଟିକେଶନର ନୂତନ ପରିଭାଷା ସୃଷ୍ଟି କରିଛି ଓ ଏହାକୁ ସ୍ବତନ୍ତ୍ର ଭାବେ କସ୍‌ମୋପଲିଟାନ୍‌ ଓ ଫ୍ୟାଶନ ପ୍ରତି ରୁଚି ରହୁଥିବା ଗ୍ରାହକମାନଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। ଲୁଇ ଫିଲିପ୍‌ ସ୍ନିକର୍ସ ଫୁଟ୍‌ଓ୍ବେର ଫ୍ୟାଶନରେ ଏକ ନୂତନ ଯୁଗର ଶୁଭାରମ୍ଭ କରିଛି। ଏହା ସହ ଏଥିରେ ଉନ୍ନତ କାରିଗରି ସହିତ ଆଧୁନିକ ଡିଜାଇନ ଓ ଟେକ୍‌ନୋଲୋଜିର ମଧ୍ୟ ବ୍ୟବହାର କରାଯାଇଛି।

ଏ ସମ୍ପର୍କରେ ଲୁଇ ଫିଲିପ୍‌ର ସିଓଓ ଫରିଦା କାଲିୟଦାନ୍‌ କହିଛନ୍ତି, ଆମର ଉପତ୍ାଦ ପୋର୍ଟଫୋଲିଓରେ ଏହି ନୂତନ ଯୋଗ ସହ ଆମେ ଆମର ଗ୍ରାହକମାନଙ୍କ ପାଇଁ ପରିବର୍ତ୍ତିତ ଫ୍ୟାଶନ ପସନ୍ଦର ଚାହିଦାକୁ ପୂରଣ କରିବା ପାଇଁ ଲକ୍ଷ୍ୟ ରଖିଛୁ, ଯଦ୍ଦ୍ବାରା ସେମାନେ ଷ୍ଟାଇଲ୍‌,ଆରାମ ଓ କାରିଗରିର ଏକ ଅତୁଳନୀୟ ସମାହାର ଲାଭ କରିପାରିବେ। ଆମେ ଆମର ଲକ୍‌ଜୁରିୟସ୍‌ ସ୍ନିକର ରେଞ୍ଜକୁ ଶୁଭାରମ୍ଭକରି ଅତ୍ୟନ୍ତ ଆନନ୍ଦିତ । ଯେଉଁଥିରେ ଅତୁଳନୀୟ ବ୍ରାଣ୍ଡ୍‌ର ଟାଇମଲେସ୍‌ ସୋଫିଷ୍ଟିକେଶନ ଓ ଅତୁଳନୀୟ କ୍ୱାଲିଟି ରହିଛି। ସ୍ନିକରର ପ୍ରତି ଉପାଦାନ, ପ୍ରିମିୟମ ସାମଗ୍ରୀଠାରୁ ଆରମ୍ଭ କରି ଅତୁଳନୀୟ ଷ୍ଟିଚିଂ ଆଦିକୁ ଉତ୍କୃଷ୍ଟ ଭାବେ ପ୍ରସ୍ତୁତ କରାଯାଇଛି, ଯାହାକି ଆମର ଗ୍ରାହକଙ୍କୁ ଏକ ଲକ୍‌ଜୁରିର ଭାବନା ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri