ଲୁଇସ ଫିଲିପ୍‌ର ଲକ୍‌ଜୁରିୟସ ସ୍ନିକର ରେଞ୍ଜ

ଭୁବନେଶ୍ୱର, ୭।୧୦: ଆଦିତ୍ୟ ବିର୍ଲା ଫ୍ୟାଶନ ଆଣ୍ଡ ରିଟେଲ ଲିମିଟେଡ୍‌ର ଅଗ୍ରଣୀ ବ୍ରାଣ୍ଡ୍‌ ଲୁଇ ଫିଲିପ୍‌ର ନୂତନ ଉତ୍ପାଦ ତଥା ଲକ୍‌ଜୁରିୟସ୍‌ ସ୍ନିକର ରେଞ୍ଜର ଶୁଭାରମ୍ଭ ସହ ଲୁଇ ଫିଲିପ୍‌ ଉପତ୍ାଦ ପୋର୍ଟଫୋଲିର ସମ୍ପ୍ରସାରଣ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏପରିକି ଏହି ସ୍ନିକର୍ସଗୁଡିକ ଷ୍ଟାଇଲ୍‌, ଆରାମ ଓ ସୋଫିଷ୍ଟିକେଶନର ନୂତନ ପରିଭାଷା ସୃଷ୍ଟି କରିଛି ଓ ଏହାକୁ ସ୍ବତନ୍ତ୍ର ଭାବେ କସ୍‌ମୋପଲିଟାନ୍‌ ଓ ଫ୍ୟାଶନ ପ୍ରତି ରୁଚି ରହୁଥିବା ଗ୍ରାହକମାନଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। ଲୁଇ ଫିଲିପ୍‌ ସ୍ନିକର୍ସ ଫୁଟ୍‌ଓ୍ବେର ଫ୍ୟାଶନରେ ଏକ ନୂତନ ଯୁଗର ଶୁଭାରମ୍ଭ କରିଛି। ଏହା ସହ ଏଥିରେ ଉନ୍ନତ କାରିଗରି ସହିତ ଆଧୁନିକ ଡିଜାଇନ ଓ ଟେକ୍‌ନୋଲୋଜିର ମଧ୍ୟ ବ୍ୟବହାର କରାଯାଇଛି। ଏ ସମ୍ପର୍କରେ ଲୁଇ ଫିଲିପ୍‌ର ସିଓଓ ଫରିଦା କାଲିୟଦାନ୍‌ କହିଛନ୍ତି, ଆମର ଉପତ୍ାଦ ପୋର୍ଟଫୋଲିଓରେ ଏହି ନୂତନ ଯୋଗ ସହ ଆମେ ଆମର ଗ୍ରାହକମାନଙ୍କ ପାଇଁ ପରିବର୍ତ୍ତିତ ଫ୍ୟାଶନ ପସନ୍ଦର ଚାହିଦାକୁ ପୂରଣ କରିବା ପାଇଁ ଲକ୍ଷ୍ୟ ରଖିଛୁ, ଯଦ୍ଦ୍ବାରା ସେମାନେ ଷ୍ଟାଇଲ୍‌,ଆରାମ ଓ କାରିଗରିର ଏକ ଅତୁଳନୀୟ ସମାହାର ଲାଭ କରିପାରିବେ। ଆମେ ଆମର ଲକ୍‌ଜୁରିୟସ୍‌ ସ୍ନିକର ରେଞ୍ଜକୁ ଶୁଭାରମ୍ଭକରି ଅତ୍ୟନ୍ତ ଆନନ୍ଦିତ । ଯେଉଁଥିରେ ଅତୁଳନୀୟ ବ୍ରାଣ୍ଡ୍‌ର ଟାଇମଲେସ୍‌ ସୋଫିଷ୍ଟିକେଶନ ଓ ଅତୁଳନୀୟ କ୍ୱାଲିଟି ରହିଛି। ସ୍ନିକରର ପ୍ରତି ଉପାଦାନ, ପ୍ରିମିୟମ ସାମଗ୍ରୀଠାରୁ ଆରମ୍ଭ କରି ଅତୁଳନୀୟ ଷ୍ଟିଚିଂ ଆଦିକୁ ଉତ୍କୃଷ୍ଟ ଭାବେ ପ୍ରସ୍ତୁତ କରାଯାଇଛି, ଯାହାକି ଆମର ଗ୍ରାହକଙ୍କୁ ଏକ ଲକ୍‌ଜୁରିର ଭାବନା ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri