ଲଭ୍‌ ୪୨୦

ପ୍ରଯୋଜକ ବିନ୍ନି ପଟ୍ଟନାୟକ ଏବଂ ସଚିକାନ୍ତ ଜେନା କିଛି ମାସ ପୂର୍ବରୁ ଏକାଥରେ ୧୦ଟି ଓଡ଼ିଆ ସିନେମାର ଟାଇଟଲ ଘୋଷଣା କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ସେଗୁଡ଼ିକ ମଧ୍ୟରୁ ଏବେ ‘ତୁ ମୋ ନୀଳ ନୟନା’ର ଶୁଟିଂ ଶେଷ ହୋଇଛି। ନିକଟରେ ଏହି ଯୋଡ଼ି ଦ୍ୱାରା ପ୍ରଯୋଜିତ ଆଉ ଏକ ସିନେମା ‘ଲଭ୍‌ ୪୨୦’ର ଶୁଟିଂ ଆରମ୍ଭ ହୋଇଛି। ମୁନ୍‌ ଟିଭି ମୁଭିଜ ବ୍ୟାନରରେ ଏହାର ନିର୍ଦ୍ଦେଶନା ଦେଉଛନ୍ତି ମୃତ୍ୟୁଞ୍ଜୟ ସାହୁ (ବାପି)। ଫିଲ୍ମର ମୁଖ୍ୟ ଭୂମିକାରେ ଜ୍ୟୋତି ଅଭିନୟ କରୁଥିବା ବେଳେ ତାଙ୍କର ନାୟିକା ସାଜିଛନ୍ତି ଶୀତଲ। ଚିତ୍ରଟିର ସଂଳାପ ରଚନା ଦାୟିତ୍ୱ ତୁଲାଇଛନ୍ତି ଆଗଧାଡ଼ିର ସଂଳାପକାର ଡ. ରଜନୀ ରଞ୍ଜନ। ସଂଯୋଜିତ ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ଅଭିଜିତ ମଜୁମଦାର। ଏହାର ଶୁଟିଂ ଓଡ଼ିଶାର ବିଭିନ୍ନ ସ୍ଥାନରେ ହେବ ଏବଂ ଗୀତଗୁଡ଼ିକ ପାଇଁ କଲିକତା ଏବଂ ହାଇଦ୍ରାବାଦ ଲୋକେଶନ ଚୟନ କରାଯାଇଛି। ଜ୍ୟୋତି-ଶୀତଲ ବ୍ୟତୀତ ଉକ୍ତ ସିନେମାରେ ବବି ମିଶ୍ର, ପ୍ରଦ୍ୟୁମ୍ନ ଲେଙ୍କା, ନବାଗତା ଏଲିସା, ସୁନୀତା, ହରି, ହାଡୁ ପ୍ରମୁଖ କଳାକାର ଅଭିନୟ କରୁଛନ୍ତି। ଏହାର କ୍ରିଏଟିଭ ହେଡ୍‌ ଅଛନ୍ତି ପ୍ରଣୟ ଜେଠୀ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri