ପିଲାବେଳୁ ଆକ୍ସନ୍‌ ସିନ୍‌ ପସନ୍ଦ…

ଚେନ୍ନାଇ: ସାଉଥ ଫିଲ୍ଟ ଷ୍ଟାର୍‌ ଆଲୁ ଅର୍ଜୁନଙ୍କୁ ଗୁରୁବାର ୩୮ବର୍ଷ ପୂରଣ ହୋଇଛି। ସେ ୧୯୮୩ ଏପ୍ରିଲ ୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପିଲା ଥିବାବେଳେ ସେ ଫିଲ୍ମରେ ଅଭିନୟ କରିବା ଆରମ୍ଭ କରିଥିଲେ। ୨୦୦୧ରେ ଜଣେ ଶିଶୁ କଳାକାର ଭାବେ ସେ ବିଜେଥା ଏବଂ ଡାଡ଼ିରେ ଅଭିନୟ କରିଥିଲେ। ୨୦୦୩ରେ ଗଙ୍ଗୋତ୍ରୀ ଫିଲ୍ମରେ ସେ ଡେବ୍ୟୁ କରିଥିଲେ। ଏହାପରେ ୨୦୦୪ରେ ଆରୟା, ୨୦୦୫ରେ ବୁନ୍ନି, ୨୦୦୬ରେ ହାପି,୨୦୦୭ରେ ଦେଶାମୁୁଦୁରୁରେ ଅଭିନୟ କରି ବେଶ୍‌ ଖ୍ୟାତି ହାସଲ କରିପାରିଥିଲେ। ୨୦୦୮ରେ ପାରୁଗୁ, ୨୦୦୯ରେ ଆରୟା-୨, ୨୦୧୦ରେ ଭେଦମ୍‌ ଏବଂ ଭାରୁଦୁ, ୨୦୧୧ରେ ବଦ୍ରିନାଥ, ୨୦୧୪ରେ ଗୁରୁମ୍‌, ୨୦୧୫ରେ ରୁଦ୍ରମାଦେବୀ, ୨୦୧୬ରେ ସାରିନୋଦୁ,୨୦୧୭ରେ ଦୁଭାଦା ଜଗନ୍ନାଦହମ୍‌ ଫିଲ୍ମରେ ଅଭିନୟ କରିଥିଲେ। ୨୦୧୨ରେ ତାଙ୍କ ଅଭିନୀତ ଫିଲ୍ମ ଜୁଲାୟି ବକ୍ସ ଅଫିସ୍‌ରେ ୧୦୦ କୋଟି ଟଙ୍କାର କାରବାର କରିଥିଲା। ସେହିପରି ୨୦୧୫ରେ ସନ୍‌ ଅଫ୍‌ ସତ୍ୟମୂର୍ତ୍ତି ବେଶ୍‌ ସଫଳ ରହିଥିଲା। ୨୦୨୦ରେ ତାଙ୍କର ଫିଲ୍ମ ଭାଲକୁନ୍ଥାପୁରାମୁଲୁ ବକ୍ସ ଅଫିସ୍‌ରେ ହିଟ୍‌ ହେବା ସହିତ ୨୬୨ କୋଟିରୁ ଅଧିକ ଟଙ୍କାର କାରବାର କରିବାକୁ ସକ୍ଷମ ହୋଇଥିଲା। ଦାମୀ କାର୍‌ ଚଳାଇବା ତାଙ୍କର ସୌକ। ଏବେ ତାଙ୍କ ପାଖରେ ବହୁ ନାମୀଦାମୀ କମ୍ପାନୀର କାର୍‌ ରହିଛି। ଏହାସହିତ ଆଲୁଙ୍କ ପାଖରେ ବହୁମୂଲ୍ୟ ପ୍ରାସାଦ, ଅନେକ ସ୍ଥାବର ତଥା ଅସ୍ଥାବର ସମ୍ପତ୍ତି ରହିଛି। ତାଙ୍କ ମୋଟ ସମ୍ପତ୍ତି ପରିମାଣ ୩୬୨ କୋଟି ଟଙ୍କା। ସେ ରୋମାଣ୍ଟିକ ଭୂମିକାରେ ଅଭିନୟ କରିବା ତୁଳନାରେ ଆକ୍ସନ ସିନ କରିବାକୁ ବେଶି ପସନ୍ଦ କରନ୍ତି। ସାଉଥ ସୁପରଷ୍ଟାର ଚୀରଞ୍ଜିବୀଙ୍କର ସେ ଭଣଜା। ୨୦୧୧ରେ ଆଲୁ ସ୍ନେହା ରେଡ୍ଡୀଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri