Posted inଜାତୀୟ

ଲଭ୍‌ ଜିହାଦ ନିରୋଧୀ ଆଇନରେ ପ୍ରଥମ ମାମଲା

ଲକ୍ଷ୍ନୌ, ୩୦।୧୧: ଉତ୍ତରପ୍ରଦେଶର ନୂଆ ଧର୍ମାନ୍ତରୀକରଣ ନିରାକରଣ ଆଇନ (ଲଭ୍‌ ଜିହାଦ ନିରୋଧୀ ଆଇନ)ରେ ରାଜ୍ୟ ପୋଲିସ ଶନିବାର ପ୍ରଥମ ମାମଲା ରୁଜୁ କରିଛି। ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲ ଉତ୍ତରପ୍ରଦେଶ ବେଆଇନ ଧର୍ମାନ୍ତରୀକରଣ ନିଷିଦ୍ଧ ଅଧ୍ୟାଦେଶ, ୨୦୨୦କୁ ମଞ୍ଜୁରୀ ଦେବା ପରେ ଶନିବାରଠାରୁ ତାହା କାର୍ଯ୍ୟକାରୀ ହୋଇଛି। ଜଣେ ହିନ୍ଦୁ ଯୁବତୀଙ୍କୁ ବଳପୂର୍ବକ ଇସ୍‌ଲାମ ଧର୍ମକୁ ପରିବର୍ତ୍ତନ କରାଯାଇଥିବା ତାଙ୍କ ବାପା ଅଭିଯୋଗ ଆଣିଥିଲେ। ଯୁବତୀଙ୍କୁ ଅପହରଣ କରିନେଇଥିବାରୁ ସମ୍ପୃକ୍ତ ଯୁବକଙ୍କ ନାଁରେ ଅନ୍ୟ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

‘ଆଉ ବ୍ଲେମ ଗେମ୍‌ ନୁହେଁ…’: ଆମେରିକାର ଆକ୍ରମଣ ପରେ ରାଗିଲାଣି ଇରାନ, କହିଛି ‘ଆମେରିକାର ବିଫଳ ରାଷ୍ଟ୍ରପତି…’

ତେହରାନ,୨୭।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଡ୍ରୋନ ଆକ୍ରମଣ ପରେ, ଆମେରିକା ଅନେକ ଇରାନୀ…

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

ମହାନଦୀ ଶୁଖିଲା, ସଙ୍କଟରେ ଜୀବନ ଜୀବିକା: ବର୍ଷାକୁ ଚାହିଁ ବସିଛନ୍ତି ଚାଷୀ

ଅମରପାଲି,୨୭ା୬(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲାର ଜୀବନରେଖା ଭାବେ ପରିଚିତ ମହାନଦୀ ଏବେ ଅନେକ ସ୍ଥାନରେ ଶୁଖିଲା ପଡ଼ିଥିବା ଦେଖାଯାଉଛି। ବିଶେଷକରି ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକର ନଦୀକୂଳିଆ ଗ୍ରାମଗୁଡ଼ିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri