ଘରେ ଶାନ୍ତି ଏବଂ ଧନବୃଦ୍ଧି ପାଇଁ ଆପଣାନ୍ତୁ ଏହି ଟିପ୍ସ

ସାଧାରଣତଃ ସମସ୍ତେ ଚାହିଁଥାନ୍ତି ପରିବାରରେ ହସଖୁସିରେ ରହିବା ପାଇଁ। ଘରେ ହସ ଏବଂ ଖୁସିର ବାତାବରଣ ରହିଲେ ମା’ ଲକ୍ଷ୍ମୀଙ୍କ କୃପା ରହିଥାଏ। ଅନେକଙ୍କ ପରିବାରରେ ସର୍ବଦା କଳିତକରାଳ ଲାଗି ରହିଥାଏ। ଯେଉଁଥିପାଇଁ ବାସ୍ତୁଦୋଷ ରହିଥାଏ ବୋଲି ଜ୍ୟୋତିର୍ବିଦ୍‌ମାନେ କୁହନ୍ତି। ତେଣୁ ଘରୁ ମତଭେଦ ଏବଂ ବିବାଦ ଦୂର କରିବାକୁ ଜାଣନ୍ତୁ କିଛି ଟିପ୍ସ…

– ଘରେ ମତଭଦ ଦୂର କରିବା ପାଇଁ କୌଣସି ଦେବତାଙ୍କର ଏକରୁ ଅଧିକ ଫଟୋ ରଖନ୍ତୁ ନାହିଁ।

– ରାମାୟଣ, ମହାଭାରତ ଯୁଦ୍ଧ ଏବଂ ପେଚା ଇତ୍ୟାଦିର ଫଟୋ ଲଗାନ୍ତୁ ନାହିଁ।

– ଉତ୍ତର-ପଶ୍ଚିମ ଦିଗରେ ଝିଅମାନଙ୍କ ପାଇଁ ଏକ କୋଠରି ତିଆରି କରିବା ଉଚିତ୍‌।

– ବାସ୍ତୁ ଅନୁଯାୟୀ, ଜଙ୍ଗଲି ଜୀବଜନ୍ତୁ ଯେପରିକି ସିଂହ, ବାଘ ଇତ୍ୟାଦିଙ୍କ ଫଟୋ ଘରେ ଲଗାନ୍ତୁ ନାହିଁ। ଫଳରେ ଏହାଦ୍ୱାରା ଘରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ।

– ଘରେ ନଟରାଜ ମୂର୍ତ୍ତି ରଖନ୍ତୁ ନାହିଁ। ଭଗବାନ ଶିବଙ୍କ ନଟରାଜ ମୂର୍ତ୍ତି ରଖିଲେ ଏହା ବିନାଶକାରୀ ଭାବେ ଗଣନା କରାଯାଇଥାଏ।

– ସୁଖୀ ଦାମ୍ପତ୍ୟ ତଥା ଜୀବନରେ ଶାନ୍ତି ପାଇବା ପାଇଁ ଶୟନ କକ୍ଷରେ ସର୍ବଦା ରାଧାକୃଷ୍ଣଙ୍କ ଫଟୋ ରଖନ୍ତୁ। ବାସ୍ତୁଦୋଷ ଥିବା ଘରେ ସିନ୍ଦୁରରେ ସ୍ବସ୍ତିକ ଚିହ୍ନ ଆଙ୍କନ୍ତୁ।

– ଶୋଇବା ଘରର ଗୋଟିଏ କୋଣରେ ଏକ କାଚପାତ୍ରରେ ଲୁଣ ରଖନ୍ତୁ। ଏହାକୁ ଏକ ମାସ ପାଇଁ ରଖନ୍ତୁ। ଗୋଟିଏ ମାସ ପରେ ପୁରୁଣା ଲୁଣକୁ ବାହାର କରି ନୂଆ ରଖନ୍ତୁ। ଏପରି କରିବା ଦ୍ୱାରା ଘରେ ଶାନ୍ତି ଆସିଥାଏ।

– ଘରେ ଶାନ୍ତି ବଜାୟ ରହିଲେ ଲକ୍ଷ୍ମୀଙ୍କ କୃପା ସର୍ବଦା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri