ଅନ୍‌ଲାଇନ ଗେମ୍‌ରୁ ଗଢି ଉଠିଥିଲା ପ୍ରେମ ସମ୍ପର୍କ: ଯୁବତୀଙ୍କୁ ନେବାକୁ ଆସିଥିଲେ ଭୁବନେଶ୍ବର, ତା’ପରେ…

ଭୁବନେଶ୍ୱର,୮।୧୧: ଭୁବନେଶ୍ବରରେ ଲଭ ଜିହାଦ ଭଳି ଏକ ଘଟଣା ସାମ୍‌ନାକୁ ଆସିଛି। ଧରାପଡ଼ିଛନ୍ତି ଜଣେ କଶ୍ମୀର ଯୁବକ। ମହିଳା ଥାନା ପୋଲିସ ଯୁବକଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଅନ୍‌ଲାଇନ ଗେମ୍‌ରୁ ଆରମ୍ଭ ହୋଇଥିଲା ହିନ୍ଦୁ ଯୁବତୀଙ୍କ ସହ କାଶ୍ମୀର ଯୁବକଙ୍କ ପ୍ରେମ ସମ୍ପର୍କ। ଏହା କ୍ରମେ ନିବିଡି ହୋଇଥିଲା। କଶ୍ମୀର ଯୁବକ ଜଣକ ଜଗତସିଂହପୁରର ଯୁବତୀଙ୍କୁ ନେବାକୁ ଭୁବନେଶ୍ୱର ଆସି ପହଞ୍ଚି ଥିଲେ। ଏଭଳି ସ୍ଥିତିରେ କୌଣସି ସୂତ୍ରରୁ ଖବର ପାଇ ପୋଲିସ କଶ୍ମୀର ଯୁବକଙ୍କୁ ଧରି ଥାନାକୁ ଆଣି ଅଧିକ ପଚରାଉଚରା କରୁଛି। ଏହି ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?