ଫେସବୁକରୁ ପ୍ରେମ ଆରମ୍ଭ, ପ୍ରତାରଣାରେ ଶେଷ : ଯବାନଙ୍କ ବିରୋଧରେ ମାମଲା

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଜଣେ ଯୁବତୀ ତାଙ୍କ ଯବାନ ପ୍ରେମିକଙ୍କ ବିରୋଧରେ ପ୍ରେମ ପ୍ରତାରଣା ଅଭିଯୋଗ ଆଣିଛନ୍ତି। ତେବେ ବରଗଡ ଟାଉନ ଥାନା ପୋଲିସ ଏ ନେଇ ଗତ ଜୁନ୍ ମାସରୁ ଏକ ମାମଲା (ନଂ-୨୬୯/୨୫) ରୁଜୁ କରିଥିବାବେଳେ ପ୍ରେମ ପ୍ରତାରଣା କରିଥିବା ପ୍ରେମିକ ବିଜୟ କୁମାର ଚୌଧୁରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନଥିବା ଅଭିଯୋଗ କରିଛନ୍ତି। ଗତ ୨୦୧୮ ମସିହାରୁ ଫେସବୁକରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା ଏବଂ ବିବାହର ପ୍ରତିଶ୍ରୁତି ଦେଇ ସମ୍ପୃକ୍ତ ଯବାନ ତାଙ୍କ ସହିତ ଶାରୀରିକ ସମ୍ପର୍କ ମଧ୍ୟ ରଖିଥିବା ନେଇ ଯୁବତୀ ଜଣକ ଅଭିଯୋଗ କରିଛନ୍ତି। ଏ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ମଙ୍ଗଳବାର ଯୁବତୀ ଜଣକ ବରଗଡ ଏସପି ପି. ଏସ୍ ମୀନାଙ୍କୁ ଫେରାଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri