Posted inଫୁରସତ

ଘନ କୁହୁଡିରେ ପ୍ରେମି ଯୁଗଳଙ୍କ ଲଭଷ୍ଟୋରୀ, ଭାଇରାଲ ହେଉଛି ଭିଡିଓ

ସାଧାରଣତଃ ପଢିବା ବୟସରେ ଅଧିକାଂଶ ଛାତ୍ରୀଛାତ୍ର ସାଇକେଲ ଯୋଗେ ସ୍କୁଲ ଏବଂ ଟ୍ୟୁସନକୁ ଯାଆନ୍ତି। ଶୀତଦିନେ ବିଦ୍ୟାଳୟକୁ ଯିବା ଏକ କଷ୍ଟକର କାର୍ଯ୍ୟ ବୋଲି କୁହାଯାଏ। କିନ୍ତୁ ଯେତେବେଳେ କେହି ଆପଣଙ୍କ ସହିତ ଭ୍ରମଣ କରନ୍ତି ଏହି ରାସ୍ତା ସହଜ ହୋଇଯାଏ। ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ ଶୀଘ୍ର ଭାଇରାଲ ହେଉଛି। ଏହି ଭିଡିଓରେ, ପ୍ରେମୀ ଯୁଗଳ ଘନ କୁହୁଡିରେ ପାଠ ପଢିବାକୁ ଯାଉଥିବା ଲକ୍ଷ୍ୟ କରାଯାଉଛି। ଲୋକମାନେ ଏମାନଙ୍କ ସ୍ବତନ୍ତ୍ର ଶୈଳୀରେ ପ୍ରେମ ନିବେଦନକୁ ବେଶ ପସନ୍ଦ କରୁଛନ୍ତି। ଏପରିକି ଲୋକମାନେ ସେମାନଙ୍କର ପୁରୁଣା ଦିନଗୁଡ଼ିକୁ ମନେ ପକାଇ ଭାବପ୍ରବଣ ହେଉଛନ୍ତି। ଲୋକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି। ଏଥି ସହିତ, ଲୋକମାନେ ମଧ୍ୟ ଏହି ଭିଡିଓକୁ ବ୍ୟାପକ ଭାବରେ ସେୟାର କରୁଛନ୍ତି ।
ଭାଇରାଲ ହେଉଥିବା ଏହି ଭିଡିଓରେ ଏହା ଦେଖିବାକୁ ମିଳେ ଯେ ପ୍ରେମୀ ଯୁଗଳ ସାଇକେଲରେ ପିଠିରେ ବ୍ୟାଗ ପକାଇ କାନ୍ଧରେ ହାତ ଧରି ଆଗକୁ ଆଗକୁ ଯାଉଛନ୍ତି। ଦୁହେଁ ଦୁନିଆର ଚିନ୍ତା ଛାଡି ଏକାଠି ପାଠପଢିବାକୁ ପାଇଁ ଯାଉଛନ୍ତି। ଏହାରି ଭିତରେ ପ୍ରେମକିଟି ପ୍ରେମିକାଙ୍କୁ ଅତି ନିଆରା ଢଙ୍ଗରେ ଚୁମ୍ବନ ଦେଉଥିବା ବି ଦେଖିବାକୁ ମିଳିଛି। ଏହି ଭିଡିଓଟି ସୋସିଆଲ ୟୁଜର୍ସଙ୍କ ଠାରୁ ଲାଇକ ପାଇଛି। ଭିଡିଓଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ @wtfpratyush ରେ ଶେୟାର କରାଯାଇଛି। ଏହାକୁ ବର୍ତ୍ତମାନ ସୁଦ୍ଧା ୨ ମିଲିୟନରୁ ଅଧିକ ଲୋକ ଦେଖିଛନ୍ତି। ଏଥିସହିତ ଅନେକ ଲୋକ ଏହା ଉପରେ ନିଜର ମତାମତ ମଧ୍ୟ ଦେଇଛନ୍ତି। ଲୋକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri