ତ୍ରିକୋଣୀୟ ପ୍ରେମରେ ବଳି ପଡ଼ିଲେ ନିରୀହ ଯୁବକ, ସାଙ୍ଗକୁ ବଞ୍ଚାଇବାକୁ ଯାଇ ଖଣ୍ଡା ଚୋଟରେ ଗଲା ଜୀବନ

ନୂଆଦିଲ୍ଲୀ,୧୬।୩: ବନ୍ଧୁଙ୍କୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ଖଣ୍ଡା ଚୋଟରେ ଚାଲିଗଲା ନିରୀହ ଯୁବକଙ୍କ ଜୀବନ। ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିସ୍ୱର ଅଞ୍ଚଳରେ ଜଣେ ଯୁବକଙ୍କୁ ଧାରୁଆ ଖଣ୍ଡରେ ହାନି ହତ୍ୟା କରାଯାଇଛି।

ମୃତକଙ୍କ ନାମ ଅଞ୍ଜନ କୁମାର ବେହେରା ବୋଲି ଜଣାପଡିଛି। କାହ୍ନା ନାମକ ଅଭିଯୁକ୍ତି ଏହି ହତ୍ୟାକାଣ୍ଡ ଘଟାଇ ଫେରାର ଅଛି। ରିପୋର୍ଟ ଅନୁଯାୟୀ, ଏହି ହତ୍ୟାକାଣ୍ଡ ତ୍ରୀକୋଣୀୟ ପ୍ରେମ କାହାଣୀରୁ ହୋଇଥିବା ସନ୍ଦେହ କରାଯାଉଛି।

ପୀଡିତ ଅଞ୍ଜନ ଗୌତମଙ୍କ ବନ୍ଧୁ ଥିଲେ ଯିଏ ଜଣେ ଯୁବତୀଙ୍କ ସହିତ ପ୍ରେମ ସଂପର୍କରେ ଥିଲେ। ଏକ ପାର୍ଟୀରେ ଯୋଗଦେବା ପରେ ଗୌତମ ତାଙ୍କ ବନ୍ଧୁ ଅଞ୍ଜନଙ୍କ ସହ ଶୁକ୍ରବାର ରାତିରେ ପ୍ରେମ କରୁଥିବା ଯୁବତୀଙ୍କୁ ଭେଟିବାକୁ ଯାଇଥିଲେ। ଅନ୍ୟପଟେ ପିଙ୍କୁ ଯିଏକି ଯୁବତୀଙ୍କର ଅନ୍ୟଜଣେ ପ୍ରେମିକ ଗୌତମଙ୍କୁ ଖଣ୍ଡରେ ଆକ୍ରମଣ କରିଥିଲେ। ତେବେ ଗୌତମଙ୍କୁ ବଞ୍ଚାଇବାକୁ ଯାଇ ଅଞ୍ଜନଙ୍କ ହାତରେ ଏବଂ ଶରୀରର ଅନ୍ୟାନ୍ୟ ଅଂଶରେ ଗୁରୁତର ଆହତ ଲାଗିଥିଲା।

ଅଞ୍ଜନଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସେ ପ୍ରାଣ ତ୍ୟାଗ କରିଛନ୍ତି। ଏ ସମ୍ପର୍କରେ ଲକ୍ଷ୍ମୀସାଗର ପୋଲିସ ଷ୍ଟେସନରେ ଅଭିଯୋଗ କରାଯାଇଛି। ଘଟଣାର ତଦନ୍ତ ଆରମ୍ଭ ହୋଇଥିଲେ ମଧ୍ୟ ଅଭିଯୁକ୍ତ ଏବେ ବି ଫେରାର ଅଛି। ପୋଲିସ ଏପର୍ଯ୍ୟନ୍ତ ତାଙ୍କର କୌଣସି ଖୋଜଖବର ପାଇ ନାହିଁ।

ପୋଲିସ ସୂତ୍ର ଅନୁଯାୟୀ ପିଙ୍କୁର କିଛି ସହଯୋଗୀ ଏହି ହତ୍ୟା ମାମଲାରେ ଜଡିତ ଅଛନ୍ତି। ସେମାନେ ପୂର୍ବରୁ ଗୌତମଙ୍କୁ ହତ୍ୟା କରିବା ପାଇଁ ଏକ ଷଡଯନ୍ତ୍ର କରିଥିଲେ। ଏହି ଘଟଣାରେ ଅଧିକ ସୂଚନା ମୁଖ୍ୟ ଅଭିଯୁକ୍ତ ଗିରଫ ହେବା ପରେ ପ୍ରକାଶ କରାଯାଇପାରେ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri