ପ୍ରେମ ସମ୍ପର୍କକୁ ସୁଦୃଢ଼ କରିବାକୁ ଚାହୁଁଥିଲେ…

ସବୁଠୁ ମଧୁର ସମ୍ପର୍କ ହେଉଛି ପ୍ରେମ। ପ୍ରେମ କାହା ସହ କେଉଁ ମୂହୁର୍ତ୍ତରେ ହୋଇଯାଏ ଜଣାପଡେନା। ହେଲେ ସମ୍ପର୍କରେ ବାନ୍ଧିହେବା ଯେତିକି ସହଜ ସମ୍ପର୍କକୁ ଅତୁଟ ରଖିବା ସେତିକି କଷ୍ଟକର ହୋଇଥାଏ। ଏଣୁ ଯଦି ଆପଣ ପ୍ରେମରେ ପଡ଼ିଛନ୍ତି ତେବେ ଏହି ୩ ଜିନିଷ ଉପରେ ଧ୍ୟାନ ଦେବାକୁ ପଡ଼ିବ। ଫଳରେ ଆପଣ ଖୁସିରେ ରହିବା ସହ ଆପଣଙ୍କ ସମ୍ପର୍କ ସୁଦୃଢ଼ ହୋଇପାରିବ। ଯେପରିକି:

* ପାର୍ଟନରଙ୍କ ପସନ୍ଦ ନାପସନ୍ଦକୁ ସର୍ବଦା ଧ୍ୟାନ ଦିଅନ୍ତୁ। ଯଦି କୌଣସି ସମୟରେ ପାର୍ଟନରଙ୍କ ସଙ୍ଗେ କିଛି ମନାନ୍ତର କିମ୍ବା ମତାନ୍ତର ହୁଏ ତେବେ ଦୁହିଁଙ୍କ ଭିତରୁ କିଏ ପ୍ରଥମ କଥା ହେବ ସେ ନେଇ ଅନେକ ସମୟରେ ଦ୍ୱନ୍ଦ ଚାଲିଥାଏ। ମାତ୍ର ଏପରି କିଛି ନ ଭାବି କଥାହୋଇ ନିଜର ଚିନ୍ତାଧାରା ପରିବର୍ତ୍ତନ କରନ୍ତୁ। କାରଣ ଏପରି କରିବା ଦ୍ୱାରା ଜଣଙ୍କର ଅନ୍ୟଜଣଙ୍କ ପ୍ରତି ଶ୍ରଦ୍ଧା, ସମ୍ମାନ, ଭଲପାଇବା ବଢ଼ିଥାଏ।

*କୁହାଯାଏ ପ୍ରେମରେ ଜଣଙ୍କ କଥା ଅନ୍ୟଜଣେ ଜାଣିପାରନ୍ତି। ମାତ୍ର ଏହା ସବୁବେଳେ ସମ୍ଭବ ନୁହେଁ। ଅନେକ ସମୟରେ ନିଜେ ମୁହଁ ଖୋଲି ପାର୍ଟନରଙ୍କୁ ଜଣାଇବା ଜରୁରୀ ହୋଇଥାଏ। ଆପଣ ଜଣାଇବା ପରେ ସେ ଆପଣଙ୍କ ଆବଶ୍ୟକତା ପୂରଣ କରିବାକୁ ଚେଷ୍ଟା କରିବେ। ଏଣୁ ଆପଣ କହିବା ପରେ ତାହା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ।

* ଅନେକ ସମୟରେ ପାର୍ଟନରଙ୍କ କୌଣସି ଭୁଲ୍‌କୁ ନେଇ ମନମାଳିନ୍ୟ ସୃଷ୍ଟିହୋଇଥାଏ। ଏ ନେଇ ଆପଣଙ୍କୁ ପାର୍ଟନରଙ୍କ ଭୁଲ୍‌ ଜଣାଇ ତାଙ୍କୁ ସୁଧାରି ସମ୍ପର୍କରେ ଆଗକୁ ବଢ଼ିବାକୁ ହୋଇଥାଏ। ଏଥିରେ ପାର୍ଟନରଙ୍କୁ ନିଚ୍ଚା ନ ଦେଖାଇ ନିଜେ ତାଙ୍କୁ ଭୁଲ୍‌ ଦେଖାଇବାକୁ ଚେଷ୍ଟା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri