ସ୍ପେନ୍‌ରେ ଛୁଟି କାଟୁଛନ୍ତି ଲଭବାର୍ଡ ଆଦିତ୍ୟ-ଅନନ୍ୟା

ଆଜିକାଲି ବଲିଉଡରେ ଆଦିତ୍ୟ ରୟ କପୁର ଏବଂ ଅନନ୍ୟା ପାଣ୍ଡେଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ହେଉଛି। ଡେଟିଂ ଗୁଜବ ମଧ୍ୟରେ ଦୁହେଁ ନିକଟରେ ସ୍ପେନ୍‌ରେ ଏକ ମ୍ୟୁଜିକ୍‌ କନସର୍ଟରେ ଯୋଗ ଦେଇଥିଲେ। ଉଭୟ ନିଜ ନିଜ ଇନ୍‌ଷ୍ଟା ଷ୍ଟାଟସରେ ମ୍ୟୁଜିକ୍‌ କନସର୍ଟର ଫଟୋ ଶେୟାର କରିଛନ୍ତି। ଗତ ବର୍ଷ କ୍ରିତି ସାନନଙ୍କ ଦିୱାଲୀ ପାର୍ଟିରେ ଯୋଗଦେବା ପରଠାରୁ ଆଦିତ୍ୟ-ଅନନ୍ୟାପ୍ରେମରେ ପଡିଥିବା କୁହାଯାଉଛି। ଆଦିତ୍ୟ ନିଜେ କରଣ ଜୋହରଙ୍କ ଚାଟ ଶୋ’ରେ ମଧ୍ୟ କିଛିଟି ହିଣ୍ଟ୍‌ସ ଦେଇଥିଲେ। ଏକ ସାକ୍ଷାତକାର ସମୟରେ ରଣବୀର କପୁର କହିଥିଲେ ଆଦିତ୍ୟ ରୟ କପୁର ଜଣେ ଝିଅକୁ ଡେଟ କରୁଛନ୍ତି ଯାହାର ନାମ ‘ଏ’ ରୁ ଆରମ୍ଭ ହେଉଛି। ଆଦିତ୍ୟ-ଅନନ୍ୟା ମଧ୍ୟ ଅନେକ ପାର୍ଟିରେ ଏକତ୍ର ନଜର ଆସିଛନ୍ତି।
ୱାର୍କ ଫ୍ରଣ୍ଟରେ ଆଦିତ୍ୟ ରୟ କପୁର ବର୍ତ୍ତମାନ ଅନୁରାଗ ବସୁଙ୍କ ଆଗାମୀ ଚଳଚ୍ଚିତ୍ର ‘ମେଟ୍ରୋ ଇନ ଦିନୋ’ରେ ବ୍ୟସ୍ତ ଅଛନ୍ତି। ଏହି ଚଳଚ୍ଚିତ୍ରଟି ‘ଲାଇଫ ଇନ ଏ … ମେଟ୍ରୋ’ର ଏକ ସିକ୍ୱେଲ। ଏହି ସମୟରେ ଅନନ୍ୟାଙ୍କୁ ଆୟୁଷ୍ମାନ ଖୁରାନାଙ୍କ ସହ ‘ଡ୍ରିମ ଗର୍ଲ ୨’ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?