Posted inଖେଳ

ଲଭଲିନାଙ୍କ ଐତିହାସିକ ବିଜୟ: ଭାରତ ପାଇଁ ପଦକ ପକ୍କା

ଟୋକିଓ,୩୦।୭: ଭାରତୀୟ ବକ୍ସର ଲଭଲିନା ବୋର୍ଗୋହେନ ଟୋକିଓ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମହିଳା ୬୯ କିଲୋଗ୍ରାମ କ୍ୱାର୍ଟରଫାଇନାଲରେ ଲଭଲିନା ତାଇପେଇର ନିନ ଚିନ ଚେନଙ୍କୁ ପରାସ୍ତ କରିଛନ୍ତି। ଏହା ସହ ଲଭଲିନା ପଦକ ନିଶ୍ଚିତ କରିଛନ୍ତି। ସେ ଦ୍ୱିତୀୟ ମହିଳା ବକ୍ସର ହୋଇ ବକ୍ସିଂରେ ପଦକ ପକ୍କା କରିଛନ୍ତି। ଲଭଲିନାଙ୍କ ପୂର୍ବରୁ ଏମସି ମେରି କୋମ ମଧ୍ୟ ଲଣ୍ଡନ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ। ତେବେ ସ୍ବର୍ଣ୍ଣ ପଦକ ଜିତିବାକୁ ଲଭଲିନାଙ୍କ ପାଖରେ ଆଉ ଦୁଇଟି ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରର PNG ଓ ଗାଡ଼ିର CNGରେ ହେବ ବଡ଼ ପରିବର୍ତ୍ତନ! କେନ୍ଦ୍ର ସରକାର ମିଶାଇବେ…

ନୂଆଦିଲ୍ଲୀ,୬।୮: ଦେଶରେ ପରିବେଶ ଅନୁକୂଳ ଇନ୍ଧନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆଗାମୀ ଦିନରେ ଘରୋଇ ରୋଷେଇ ଗ୍ୟାସ…

‘ଡିସେମ୍ବର କାହିଁକି? ସେମାନେ ଏବେ ଆସିବା ଉଚିତ’- ଶେଖ ହାସିନାଙ୍କୁ ଚ୍ୟାଲେଞ୍ଜ କଲେ ତାରିକ ରହମାନଙ୍କ ଜଣେ ସହଯୋଗୀ

ଢାକା/ନୂଆଦିଲ୍ଲୀ,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ ୨୦୨୪ରେ କ୍ଷମତା ଛାଡିବା ପରେ ତାଙ୍କର ପ୍ରଥମ ଭର୍ଚୁଆଲ ପ୍ରେସ କନଫରେନ୍ସରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିଲେ।…

DSP-୧.୨ କୋଟି, BDO-୯୦ ଲକ୍ଷ… ବିକ୍ରି ହେଉଛି ଚାକିରି, ବିଧାୟକ ଆଣିଲେ ସାଂଘାତିକ ଅଭିଯୋଗ

ରାଞ୍ଚି,୬।୮: ଝାଡ଼ଖଣ୍ଡର ରାଞ୍ଚିରେ ଛାତ୍ର ପ୍ରତିବାଦ କ୍ରମାଗତ ଭାବରେ ତୀବ୍ର ହେବାରେ ଲାଗିଛି। JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ପ୍ରତିବାଦ କରିବା ପାଇଁ ଅନେକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ…

କେଜରିୱାଲଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବ୍ଲକ! ଏଏପି ମୁଖ୍ୟ କହିଛନ୍ତି – ‘ମେଟା ମୋଦି ସରକାରଙ୍କ ଆଗରେ ମୁଣ୍ଡ ନୁଆଁଇବା ଉଚିତ ନୁହେଁ’

ନୂଆଦିଲ୍ଲୀ,୬।୮: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଭିଡିଓ ଶେୟାର କରି ପ୍ରକାଶ କରିଛନ୍ତି ଯେ…

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

ବଳାତ୍କାର ମାମଲାରେ ତରୁଣ ତେଜପାଲଙ୍କୁ ୧୦ ବର୍ଷ ଜେଲଦଣ୍ଡ

ମୁମ୍ବାଇ,୬।୮: ବମ୍ବେ ହାଇକୋର୍ଟ ତେହେଲକା ପତ୍ରିକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଳାତ୍କାର ମାମଲାରେ ୧୦ ବର୍ଷ ଜେଲଦଣ୍ଡ ଦେଇଛନ୍ତି। ନିମ୍ନ ଅଦାଲତର ରାୟକୁ ପ୍ରତ୍ୟାଖ୍ୟାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri