Posted inଜାତୀୟ

ପ୍ରେମିକଙ୍କ ସହ ଆତ୍ମହତ୍ୟା କଲେ ମହିଳା

ଲକ୍ଷ୍ନୌ,୨୭।୧: କାନପୁରର ଏକ ଜମିରେ ଥିବା ଆମ୍ବଗଛରେ ଆତ୍ମହତ୍ୟା କରିଛନ୍ତି ପ୍ରେମୀଯୁଗଳ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ସୂଚନାଯୋଗ୍ୟ, ମହିଳା ଜଣକ ବିବାହିତା ହୋଇଥିବା ବେଳେ ଅନ୍ୟ ଜଣେ ଯୁବକଙ୍କ ସହ ପ୍ରେମସମ୍ପର୍କ ଥିଲା। ସୋମବାର ସନ୍ଧ୍ୟାରେ ଏହି ଯୁବକଙ୍କ ସହ ଫୋନ୍‌ରେ କଥା ହେବା ସମୟରେ ତାଙ୍କ ମା’ ଦେଖି ଦେଇଥିଲେ। ଏହା ପରେ ପ୍ରବଳ ପିଟିଥିଲେ। ମାତ୍ର ସନ୍ଧ୍ୟାରେ ଘରୁ ସେ କେଉଁଆଡ଼େ ଚାଲିଯାଇଥିଲେ। ମଙ୍ଗଳବାର ସକାଳେ ପ୍ରେମିକଙ୍କ ସହ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ଆମ୍ବଗଛ ମୂଳରେ ଦୁଇଟି ମଦବୋତଲ ପଡ଼ିଥିବା ଦେଖିବାକୁ ପାଇଛି ପୋଲିସ।

ଜିଲା ପୋଲିସ ଅଧୀକ୍ଷକ କେଶବ କୁମାର କୁହନ୍ତି, ଗ୍ରାମବାସୀଙ୍କୁ ପଚାରିବାରୁ ସେମାନେ କୁହନ୍ତି ଏହି ଦୁଇଜଣଙ୍କ ମଧ୍ୟରେ ପ୍ରେମସମ୍ପର୍କ ଥିଲା। ଏହାକୁ ମହିଳାଙ୍କ ସ୍ବାମୀ ମଧ୍ୟ ଜାଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ

ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?