ପ୍ରେମିକାଙ୍କୁ ଅନ୍ୟ ଯୁବକଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖି ପ୍ରେମିକ ନେଲେ ଏମିତି ନିଷ୍ପତ୍ତି

ଲକ୍ଷ୍ନୌ,୯।୧: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପ୍ରେମିକ ନିଜ ପ୍ରେମିକାଙ୍କୁ ଅନ୍ୟ ଜଣେ ଯୁବକଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଦେଖି ଦେବାରୁ ଉତ୍ତ୍ୟେକ୍ତ ହୋଇ ଉକ୍ତ ଯୁବକଙ୍କ ଗଳା ଚିପି ହତ୍ୟା କରିଛନ୍ତି। ଏହା ପରେ ପ୍ରେମିକାଙ୍କ ସହ ମିଶି ଯୁବକଙ୍କ ମୃତଦେହକୁ ନେଇ ପାଳଗଦା ତଳେ ଲୁଚାଇ ରଖିଥିଲେ। ଯେମିତି କି କେହି ଜାଣି ନ ପାରିବେ।

ସୂଚନାଯୋଗ୍ୟ, ଲକ୍ଷ୍ମୀପୁରର ଖିରି ଥାନା ଅନ୍ତର୍ଗତ ସୁନ୍‌ସି ଗଁାରେ ରହୁଥିବା ଜଣେ ଯୁବତୀ ଏହି ଗାଁର ସଞ୍ଜୀବ ଏବଂ ହରପାଲଙ୍କ ସହ ଘନିଷ୍ଠ ସମ୍ପର୍କ ଥିଲା। ଗତ ୭ ତାରିଖରେ ରାତିରେ ତାଙ୍କ ପ୍ରେମିକାଙ୍କ ଘରକୁ ସଞ୍ଜୀବ ଯାଉଥିବା ପ୍ରେମିକ ହରପାଲ ଦେଖିଥିଲେ। ଏହାର କିଛି ସମୟ ମଧ୍ୟରେ ସେ ମଧ୍ୟ ଘର ଭିତରକୁ ପଶିଆସି ତାଙ୍କ ପ୍ରେମିକା ଏବଂ ସଞ୍ଜୀବଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖିଥିଲେ। ପରେ ସଞ୍ଜୀବଙ୍କ ବେକକୁ ନିଜ ବେଲ୍ଟରେ ଚାପି ହତ୍ୟା କରିଥିଲେ ହରପାଲ। ୮ ଜାନୁୟାରୀ ମଧ୍ୟାହ୍ନରେ ଗ୍ରାମବାସୀ ପାଳଗଦା ଭିତରୁ ସଞ୍ଜୀବଙ୍କ ମୃତଦେହ ଦେଖି ଭୟ କରି ଯାଇଥିଲେ। ତେବେ ହରପାଲ ଏବଂ ତାଙ୍କ ପ୍ରେମିକା ମିଶି ସଞ୍ଜୀବଙ୍କୁ ହତ୍ୟା କରିଥିବା ମୃତ ସଞ୍ଜୀବଙ୍କ ଭାଇ ଏନେଇ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିବା ସହ ହତ୍ୟାରେ ବ୍ୟବହୃତ ବେଲ୍ଟକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri