ରାଜଧାନୀରେ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ବିଷ ପିଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଭରତପୁର ଥାନା ଫୁଲେଶ୍ବରୀ ବସ୍ତିରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।

ମୃତଦେହ ଜବତ କର ପୋଲିସ ଏମ୍ସ ହସ୍ପିଟାଲ ପଠାଇଛି। ମୃତ ପୁରୁଷଙ୍କ ଘର ନୟାଗଡ଼ରେ ହୋଇଥିବା ବେଳେ ମହିଳାଙ୍କ ଘର ଢେଙ୍କାନାଳରେ ବୋଲି ଜଣାପଡ଼ିଛି। ଉଭୟ ମୃତକ ବିବାହିତ ଥିବା ଜଣାପଡ଼ିଛି। ପୁରୁଷ ଜଣକ ସ୍ତ୍ରୀଙ୍କୁ ଛାଡ଼ି ଏବଂ ମହିଳା ଜଣକ ସ୍ବାମୀଙ୍କୁ ଛାଡ଼ି ଦୁହେଁ ଏକାଠି ରହୁଥିଲେ। ଆତ୍ମହତ୍ୟାର କାରଣ ଜଣାପଡ଼ି ନ ଥିବା ବେଳେ ଭରତପୁର ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହିଂସାର ଶିକାର ମହିଳା, ଶିଶୁଙ୍କୁ ସହାୟତା ଦେବ ନଂ.୧୮୧

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଏଣିକି ଘରୋଇ ହିଂସାର ଶିକାର ମହିଳା ଓ ଶିଶୁଙ୍କୁ ସହାୟତା ଦେବ ନଂ.୧୮୧। ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି...

ଢିଲା ସୁରକ୍ଷା, ବର୍ଷକରେ ଥାନାରୁ ୯ ଫେରାର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଦିନକୁ ଦିନ କ୍ରମଶଃ ଅପରାଧ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତୀକରଣ କରାଯାଉଛି। ଏପରି କି ନୂଆ ବୈଷୟିକ ଜ୍ଞାନକୌଶଳ ବ୍ୟବହାର...

‘ଗଣତନ୍ତ୍ରକୁ ସୁଦୃଢ଼ କରିଛି ଖବରଦାତାଙ୍କ ନିରପେକ୍ଷତା’

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଖବରଦାତାମାନେ ଗଣତନ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛନ୍ତି। ସେମାନଙ୍କର ଆଲୋଚନା, ସମାଲୋଚନା ଏବଂ ନିନ୍ଦା ରାଜନୀତି ପାଇଁ ଆଶାବାଡ଼ି ସଦୃଶ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ଓଡ଼ିଶା ସମେତ ୩ ରାଜ୍ୟରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ବେଆଇନ ଖଣି ଖନନ ଓ କୋଇଲା ଚୋରି ନେଇ ସିବିଆଇ ପକ୍ଷରୁ ବୁଧବାର ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ଚଢ଼ାଉ...

ଲକ୍‌ଡାଉନ ଯୋଗୁ ଏମ୍‌ଏସ୍‌ଏମ୍‌ଇ ପ୍ରଭାବିତ: କେନ୍ଦ୍ରୀୟ ସହାୟତା ଲୋଡ଼ିିଲା ରାଜ୍ୟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ବିଶ୍ୱବ୍ୟାପୀ କରୋନାଜନିତ ଭୟାବହତାକୁ ନେଇ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)କ୍ଷେତ୍ର ପ୍ରାୟତଃ ବନ୍ଦ ହୋଇ ପଡ଼ିଥିବା ଯୋଗୁ ଏ କ୍ଷେତ୍ରରେ ଅଚଳାବସ୍ଥା...

ଦୁର୍ଦ୍ଦିନରେ ୩୭ ଆବାସ ମିତ୍ର

ଖଇରା, ୨୮।୧(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ୨୦୧୭ ମସିହାରେ ଗ୍ରାମୀଣ ଗୃହ ଯୋଜନାର ସଫଳ ରୂପାୟନ ତଥା ଗୃହ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ...

ଓଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ...

ମୋବାଇଲ୍‌ରେ ହେବ ଜଳସେଚନ ସମସ୍ୟା ସମାଧାନ

ଭୁବନେଶ୍ୱର,୯ା୧୧(ବ୍ୟୁରୋ)- ଚାଷକାମ ଛାଡ଼ି ଜଳସେଚନ ସମସ୍ୟା ପାଇଁ ଚାଷୀମାନଙ୍କୁ କାର୍ଯ୍ୟାଳୟକୁ ବାରମ୍ବାର ଦୌଡ଼ିବାକୁ ପଡ଼ିବ ନାହିଁ। ମୋବାଇଲ୍‌ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀମାନେ...

Advertisement
Archives

Model This Week