ମନ୍ଦିର ପରିସରରେ ଗୋଟିଏ ଶାଢ଼ିରେ ଝୁଲିପଡ଼ିଲେ ପ୍ରେମୀଯୁଗଳ, ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ…

ଜୟପୁର,୧୫ା୧୦(ପବନ ପାଣିଗ୍ରାହୀ): ଜୟପୁର ଗୋପବନ୍ଧୁ ନଗରରେ ଝୁଲନ୍ତା ଅବସ୍ଥା ୨ ଜଣଙ୍କ ମୃତଦେହ ଜବତ କରିଛି ଟାଉନ ପୋଲିସ। ଗୋପବନ୍ଧୁ ନଗରରେ ଥିବା କନକଦୁର୍ଗା ମନ୍ଦିର ପରିସରରେ ୨ଟି ମୃତଦେହ ଝୁଲନ୍ତା ଅବସ୍ଥାରେ ଥିଲା। ମୃତକ ଦ୍ୱୟ ହେଲେ ମନ୍ଦିରର ପୂଜକ ତୃତୀୟ ଲିଙ୍ଗି ରାଜୁ ମାଛ ଓ ପାଇକ ସାହି ସମରା ଜାନୀ।

ସୂଚନା ଅନୁଯାୟୀ, ଗୋପବନ୍ଧୁ ନଗରରେ ଥିବା କନକ ଦୁର୍ଗା ମନ୍ଦିର ପୂଜକ ଭାବେ ରାଜୁ ମାଛ କାର୍ଯ୍ୟ କରୁଥିଲେ। ଜୟନଗରର ସମରା ଜାନୀ ମିସ୍ତ୍ରୀ କାମ କରୁଥିଲେ। ସେହି ଅଞ୍ଚଳରେ ସମରା କାର୍ଯ୍ୟ କରୁଥିବା ବେଳେ ରାଜୁ ସହ ସମ୍ପର୍କ ଗଢ଼ି ଉଠିଥିଲା। ମନ୍ଦିର ପରିସରରେ ଗୋଟିଏ ଶାଢ଼ିରେ ୨ ଜଣ ଝୁଲିପଡ଼ି ଆତ୍ମହତ୍ୟା କରିଛନ୍ତି। ଜୟପୁର ଟାଉନ ପୋଲିସ ପହଞ୍ଚି ମୃତଦେହ ଜବତ କରି ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇଛି। ଏ ନେଇ ଜୟପୁର ଟାଉନ ପୋଲିସ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ତଦନ୍ତରୁ ୨ ଜଣ ଆତ୍ମହତ୍ୟା କରିଥିବା ବେଳେ ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରିଥିବା ଜୟପୁର ଏସ୍‌ଡିପିଓ ପାର୍ଥ କଶ୍ୟପ ସୂଚନା ଦେଇଛନ୍ତି। ଦୁଇ ଜଣଙ୍କ ମଧ୍ୟରେ ପ୍ରେମସମ୍ପର୍କ ଥିବା ପୋଲିସ ପ୍ରାଥମିକ ତଦନ୍ତରୁ ହିଁ ଜାଣିବାକୁ ପାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?