Posted inଫୁରସତ

ବାଇକ୍‌ରେ ଷ୍ଟଣ୍ଟ୍‌ କରୁଥିଲେ ପ୍ରେମୀଯୁଗଳ, ପରେ ଯାହା ଘଟିଲା ଭିଡିଓ ଦେଖିଲେ ଉଡ଼ିଯିବ ହୋସ୍‌

ସାଧାରଣତଃ ଲୋକମାନେ ବାଇକ୍‌ରେ ବସି ଷ୍ଟଣ୍ଟ୍‌ କରୁଥିବାର ଦେଖିଥିବେ। ବେଳେବେଳେ ଏହି ଷ୍ଟଣ୍ଟ୍‌ ବହୁତ ବିପଦଜ୍ଜନକ ହୋଇଥାଏ। ଏବେ ସୋସିଆଲ ମିଡିଆରେ ସେମିତି ଏକ ଭୟଙ୍କର ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ପ୍ରେମୀଯୁଗଳ ଏକ ସ୍ପୋର୍ଟସ ବାଇକ୍‌ରେ ବିପଜ୍ଜନକ ଷ୍ଟଣ୍ଟ୍‌ କରୁଥିବା ଦେଖାଯାଉଛି। କିନ୍ତୁ ଏଥିରେ ବସିଥିବା ଏହି ପ୍ରେମୀଯୁଗଳ ଏପରି ଭୁଲ୍‌ କରିଥିଲେ ଯେ, ସେମାନେ ଏକ ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଯାହାର ଭିଡିଓ ଦେଖିଲେ ଲୋମ ଟାଙ୍କୁରି ଉଠିବ।

@FAFO_TVରେ ଏକ ଭିଡିଓ ଶେୟାର କରାଯାଇଛି। ଯେଉଁଥିରେ ଏହି ପ୍ରେମୀଯୁଗଳ ରାସ୍ତାରେ ଖୁବ୍‌ ଜୋର୍‌ରେ ଏକ ସ୍ପୋର୍ଟସ ବାଇକ୍‌ରେ ଷ୍ଟଣ୍ଟ୍‌ କରୁଛନ୍ତି। ସେମାନେ କେତେ ଦ୍ରୁତ ବେଗରେ ଯାଉଛନ୍ତି ଭିଡିଓ ଦେଖିଲେ ଜଣାପଡୁଛି। ବାଇକ୍‌ ପଛରେ ବସିଥିବା ଯୁବତୀ ଠିଆ ହେଉଛନ୍ତି ଏବଂ ତା’ପରେ ହ୍ୟାଣ୍ଡେଲ ସହିତ ବାଇକ୍‌ ଆଗକୁ ଉଠିଯାଉଛି। ଏହି ଷ୍ଟଣ୍ଟକୁ ସାଧାରଣ ଭାଷାରେ ହୁଇଲ୍‌ କୁହାଯାଏ। ବାଇକ୍‌ର ଆଗ ଟାୟାର ଯେପରି ପବନରେ ଉଡୁଛି ଏବଂ ସାମ୍ନାରେ ବସିଥିବା ବ୍ୟକ୍ତି ଆରାମରେ ବସିଛନ୍ତି। କିନ୍ତୁ ହଠାତ୍‌ ଦୁଇଜଣଙ୍କ ମଧ୍ୟରୁ କିଏ ପଛ ବ୍ରେକ୍‌ ମାରୁଛନ୍ତି, ହଠାତ୍‌ ବାଇକ୍‌ ଅଟକିଯାଉଛି। ଏଥିରୁ ବୁଝାପଡୁଛି ଯେ, ଏକ ଡିସ୍କ ବ୍ରେକ୍‌ ସହିତ ଫିଟ୍‌ ହେବା ଜରୁରୀ। ଡିସ୍କ ବ୍ରେକ୍‌ ଯୋଗୁ ବାଇକ୍‌ ହଠାତ୍‌ ଅଟକିଯାଉଛି ଏବଂ ଦୁହେଁ ତଳେ ପଡ଼ିଯାଇ କିଛି ଦୂର ଘୋଷାଡ଼ି ହୋଇଯାଉଛନ୍ତି। ଏହି ଦୁର୍ଘଟଣା କେତେ ଭୟଙ୍କର ତାହା ଭିଡିଓରୁ ସ୍ପଷ୍ଟ ଭାବେ ବୁଝାପଡୁଛି।

ଏହି ଭିଡିଓକୁ ୭ ଲକ୍ଷରୁ ଅଧିକ ଲୋକ ଦେଖିଥିବା ବେଳେ ଅନେକ ଲୋକ ମନ୍ତବ୍ୟ ମାଧ୍ୟରେ ନିଜର ମତାମତ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ଯୁବତୀ ଜଣକ ଉଡ଼ିବାକୁ ଚାହୁଁଥିଲେ। ଆଉ ଜଣେ କହିଛନ୍ତି, ବ୍ୟକ୍ତି ଜଣକ ପଛ ବ୍ରେକ୍‌ ଦବାଇଥାଇ ପାରନ୍ତି। ଅନ୍ୟ ଜଣେ ପଚାରିଛନ୍ତି, ଯେତେବେଳେ ସେ ବ୍ରେକ୍‌ ମାରିଲେ ତାଙ୍କ ମନରେ କ’ଣ ଚାଲିଥିଲା। ଆଉ ଜଣେ ପଚାରିଛନ୍ତି, ସେ କାହିଁକି ଏପରି କଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri