Posted inଜାତୀୟ

କମିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧।୭: ପ୍ରତି ମାସରେ କିଛି ନା କିଛି ନୂଆ ପରିବର୍ତ୍ତନ ଆସୁଛି। ଏହି କ୍ରମରେ, ଆଜି ଅର୍ଥାତ ୧ ଜୁଲାଇ ଠାରୁ, ଏପରି କିଛି ନିୟମ ପରିବର୍ତ୍ତନ କରାଯାଉଛି ଯାହା ଆପଣଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇପାରେ। ଏହି ପରିବର୍ତ୍ତନଗୁଡ଼ିକ ମଧ୍ୟରେ ATM ରୁ ଅଧିକ ଟଙ୍କା ଉଠାଣ ଉପରେ ଚାର୍ଜ, କ୍ରେଡିଟ କାର୍ଡରେ ଶୁଳ୍କ, ରେଳବାଇରୁ ତତ୍କାଳ ଟିକେଟ ବୁକିଂ ଏବଂ ରେଳ ଭଡ଼ାରେ ପରିବର୍ତ୍ତନ ଇତ୍ୟାଦି ଅନ୍ତର୍ଭୁକ୍ତ। ଆଜିଠାରୁ ଦୂରଗାମୀ ରେଳ ଟିକେଟ ମହଙ୍ଗା ହେବ, କିନ୍ତୁ ଆୟକର ରିଟର୍ଣ୍ଣ ଦାଖଲ କରିବାର ତାରିଖ ମଧ୍ୟ ବୃଦ୍ଧି କରାଯାଇଛି। ଏପରି ପରିସ୍ଥିତିରେ, ଆପଣଙ୍କୁ ସମୟ ମଧ୍ୟରେ ଏହି ନିୟମଗୁଡ଼ିକ ବିଷୟରେ ଜାଣିବା ଉଚିତ।
ତୈଳ ବିପଣନ କମ୍ପାନୀଗୁଡ଼ିକ ବାଣିଜି୍ୟକ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ସଂଶୋଧନ କରିଛନ୍ତି। ଆଜିଠାରୁ ୧୯ କିଲୋଗ୍ରାମ ବାଣିଜି୍ୟକ ବା କମରସିଆଲ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୫୮.୫୦ ଟଙ୍କା ହ୍ରାସ ପାଇଛି। ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ଖୁଚୁରା ବିକ୍ରୟ ମୂଲ୍ୟ ୧ ଜୁଲାଇରୁ ୧୬୬୫ ଟଙ୍କା ହୋଇଛି। ସେହିପରି ୧୪.୨ କିଲୋଗ୍ରାମ ଘରୋଇ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା

ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ...

୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ...

କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା: କଳାହାଣ୍ଡିରେ ସମସ୍ତେ ସମର୍ଥନ କରିବାକୁ ନିବେଦନ

ଭବାନୀପାଟଣା,୧୬ା୭(ଉତ୍ତମ କୁମାର ଦାଶ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ପ୍ରତିବାଦର ସ୍ବର...

Video: ଇସ୍ରାଏଲର ସିରିଆ ଉପରେ ହମଲା, ଲାଇଭ ପ୍ରସାରଣ ସମୟରେ ଟିଭି ଆଙ୍କରଙ୍କ ପଛରେ ପଡିଲା ବୋମା

ଦାମାସକସ,୧୬।୭: ଇସ୍ରାଏଲ ସେନା ସିରିଆର ରାଜଧାନୀ ଦାମାସକସରେ ଥିବା ରାଜ୍ୟ ଟେଲିଭିଜନ ଭବନ ଉପରେ ବୋମା ହମଲା କରିଛି। ଏହି ହମଲା ସମୟରେ ଜଣେ ଟିଭି...

କଲେଜରେ ରାକେଟ୍‌ ଚଳାଉଥିଲେ HOD ସମୀର ସାହୁ, ସାଂଘାତିକ ଖୁଲାସା କଲେ…

ଭୁବନେଶ୍ୱର,୧୬।୭: ଥମୁନି ବାଲେଶ୍ୱର ଜିଲା ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତିର ନିଆଁ। ସାରା ରାଜ୍ୟରେ ଏହି ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ...

କାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ, ସୂଚନା ଦେଲେ…

ଭୁବନେଶ୍ୱର,୧୬।୭: ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ...

ଉଦ୍ଧବ ଠାକରେଙ୍କୁ ଦେବେନ୍ଦ୍ର ଫଡ଼ନାବିସଙ୍କ ‘ଆମନ୍ତ୍ରଣ’, ଶିବସେନାରେ ଉଠିଲା ଜୋରଦାର ଚର୍ଚ୍ଚା

ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ ଆଜି ରାଜ୍ୟ ବିଧାନସଭାରେ ଏକ ମଜାଳିଆ ମନ୍ତବ୍ୟ ଦେଇ ଉଦ୍ଧବ ଠାକରେଙ୍କୁ ଶାସକ ମେଣ୍ଟ ଗୋଷ୍ଠୀରେ ଯୋଗ ଦେବାକୁ...

FM  ଛାତ୍ରୀ ମୃତ୍ୟୁ ଘଟଣା: ଆସିଲା ବଡ଼ ଖବର, ଖସିପାରିବେନି…

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ଏନେଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ୍‌ବ୍ରାଞ୍ଜ ଡିଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri