ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି।
ଶୁକ୍ରବାର ସକାଳ ସୁଦ୍ଧା କେନ୍ଦୁଝର ଜିଲା ହାଟଡିହୀଠାରେ ସର୍ବାଧିକ ୧୨୦.୨ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱର ଜିଲା ବାହାଙ୍ଗାଠାରେ ୮୫ ମି.ମି., ଭୋଗରାଇରେ ୫୮ ମି.ମି., ଓଉପଦାଠାରେ ୫୨ ମି.ମି., କେନ୍ଦୁଝର ଜିଲା ଘଷିପୁରାଠାରେ ୫୧.୩ ମି.ମି., ଆନନ୍ଦପୁରରେ ୫୧ ମି.ମି. ବର୍ଷା ହୋଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶନିବାର କଟକ, ଅନୁଗୋଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri