ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର,୯।୭(ବ୍ୟୁରୋ): ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଲଘୁଚାପ କ୍ଷେତ୍ରଟି ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି। ଏହା ସମୁଦ୍ର ଉପରେ ପ୍ରାୟ ଦେଢ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନେସ୍‌କୋ, ଓ୍ବେସ୍‌କୋ, ସାଉଥ୍‌କୋ ନେବ ଟାଟା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)କୁ ହାତେଇବା ପରେ ଟାଟା ପାଓ୍ବାର କର୍ପୋରେଶନ ଲିମିଟେଡ ଅନ୍ୟ ୩ଟି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଓ୍ବେଷ୍ଟର୍ନ...

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ...

ଅଟୋ ଉପରେ ପଡ଼ିଲା ଗଛ: ଚାଲିଗଲା ମହିଳାଙ୍କ ଜୀବନ

ଖମାର,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅଧୀନ ବାଲିପଶି ଗ୍ରାମ ନିକଟ ୧୪୯ ନଂ. ଜାତୀୟ ରାଜପଥରେ ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି।...

ଦିନଟିଏ ମନ୍ଦାରମାଳ

ବର୍ଷସାରା ଭଳିକି ଭଳି ଫୁଲ ଲାଗି ହୋଇଥାଆନ୍ତି ତିନିଠାକୁର। ଅଣସରରେ କେବଳ ଧଳାଫୁଲ ଲାଗି ହେଉଥିବା ବେଳେ ବର୍ଷକରେ ମାତ୍ର ଗୋଟିଏ ଦିନ ଠାକୁରଙ୍କ ରତ୍ନସିଂହାସନକୁ...

କୋଭିଡ୍‌ ହସ୍ପିଟାଲ ଅବ୍ୟବସ୍ଥାକୁ ନେଇ ଅଡିଓ ଭାଇରାଲ ଘଟଣା: ୨ ଗିରଫ, ୩ ଦିନିଆ ରିମାଣ୍ଡରେ ଆସିବେ

ଭୁବନେଶ୍ୱର,୧୧।୮(ବ୍ୟୁରୋ):  କୋଭିଡ୍‌ ହସ୍ପିଟାଲରେ ଚିକିତ୍ସା ବ୍ୟବସ୍ଥାକୁ ନେଇ ଏକ ବାର୍ତ୍ତାଳାପର ଅଡିଓ ଭାଇରାଲ ହୋଇଥିଲା। ଏହାକୁ ନେଇ ବାଦବିବାଦ ସୃଷ୍ଟି ହେବାପରେ କ୍ୟାପିଟାଲ ଥାନା ପୋଲିସ...

ଦ୍ୱିତୀୟ ଡୋଜ୍‌ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍‌ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର...

ଅନୁବାଦକ ଶୁଭେନ୍ଦୁ ମୁଣ୍ଡଙ୍କ ପରଲୋକ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ବିଶିଷ୍ଟ କବି, ସାହିତି୍ୟକ, ସମାଲୋଚକ, ଅନୁବାଦକ ଓ ଭାଷାବିତ୍‌ ଡ. ଶୁଭେନ୍ଦୁ ମୁଣ୍ଡଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ୧୯୫୧ରେ...

କୋଭିଡ୍‌ ନିୟମ ଉଲ୍ଲଂଘନ କରି ବାହାଘର: ଗୋପାଳପୁର ମେ ଫେୟାର ହୋଟେଲ ସିଲ୍‌

ବ୍ରହ୍ମପୁର ଅଫିସ/ଗୋପାଳପୁର,୪ା୭- ଗଞ୍ଜାମ ଜିଲାରେ ଭୟଙ୍କର ରୂପ ନେଉଛି କରୋନା। ଏହାର ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ମାତ୍ର ସବୁ ନିୟମକୁ ଫୁ’...

Advertisement
Archives

Model This Week