ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷିବ, ସତର୍କ କରାଇଲେ SRC

ଭୁବନେଶ୍ୱର,୨୭ା୫: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଧିରେ ଧିରେ ଉତ୍ତରମୁହାଁ ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସବୁ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି। ବର୍ଷା ପାଇଁ ସମସ୍ତ ଜିଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ଚିଠିରେ କୁହାଯାଇଛି। ଏପରିକି ମତ୍ସ୍ୟଜୀବୀଙ୍କୁ ସୁମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ମତ୍ସ୍ୟଜୀବୀଙ୍କ ପାଇଁ ନିୟମ କଡ଼ାକଡ଼ି କରିବାକୁ SRC ଚିଠିରେ ଉଲ୍ଳେଖ କରିଛନ୍ତି।

ଅନ୍ୟପକ୍ଷେ ଲଘୁଚାପ ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସୂଚନାନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ବର୍ଷା ଲାଗି ରହିବ। ମଙ୍ଗଳବାର ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳବର୍ତ୍ତୀ ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେସବୁ ଜିଲା ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri