ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ସହିତ ବର୍ଷ ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

ଏହି ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri