ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୭।୧: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ନେଇ କୌଣସି ସୂଚନା ମିଳି ନାହିଁ।

ଲଘୁଚାପକୁ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ ସୂଚନା ଦେଇ କହିଛନ୍ତି, ୧୦ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ଆଶଙ୍କା ରହିଛି। ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କୁଆପଥର ବର୍ଷା ସମ୍ଭାବନା ଅଛି। ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍‌ ଇଣ୍ଡିଆ କୋଚ୍‌?

ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ…

କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ

ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି):  ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ…

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର…

ପାକିସ୍ତାନ ଟିମ୍‌ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…

ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଖୁସି ଖବର! ଭାରତକୁ ତେଲ ଦେବ ଏହି ଦେଶ

ନୂଆଦିଲ୍ଲୀ,୪।୩: ଇରାନ ହୋର୍ମୁଜ୍ ଷ୍ଟ୍ରେଟକୁ ନିଜ ନିୟନ୍ତ୍ରଣରେ ନେଇଛି, ଯାହା ଦ୍ୱାରା ଅନ୍ତର୍ଜାତୀୟ ବଜାରକୁ ତୈଳ ଯୋଗାଣ ବନ୍ଦ ହୋଇଯାଇଛି । ଏହା ଫଳରେ ଅଶୋଧିତ ତୈଳ…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri