ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ଆହୁରି ବଢ଼ିପାରେ।

ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି। ଏହି ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବା ସହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆକଳନ କରାଯାଉଛି।

ଆସନ୍ତା ୨୪ ଘଣ୍ଟା ପାଇଁ ସମଗ୍ର ଓଡ଼ିଶାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୫ଟି ଜିଲାକୁ ବାଦ ଦେଲେ ଅନ୍ୟ ସମସ୍ତ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବଢ଼ିପାରେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ରଖିଲେ ଏହି ନାଁ, ସାରା ବିଶ୍ୱ ଆଶ୍ଚର୍ଯ୍ୟ!

ଓ୍‌ବାଶିଂଟନ୍‌,୨୬।୯: ଇରାନ ଆମେରିକା ସମ୍ମୁଖରେ ଷ୍ଟ୍ରେଟ ଅଫ ହର୍ମୁଜକୁ ପୁଣିଥରେ ଖୋଲିବା ପାଇଁ ପ୍ରସ୍ତାବ ରଖିଛି। ଏହି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?