ଲଘୁଚାପ ପ୍ରଭାବରେ ୪ ଦିନ ବର୍ଷିବ: ୧୦ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିଦ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ୨ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ୨ ଜିଲା ହେଲା ମାଲକାନଗିରି ଓ କୋରାପୁଟ। ଏଠାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଶୁକ୍ରବାର ୧୦ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲାଗୁଡିକ ହେଲା, ଗଞ୍ଜାମ, ପୁରୀ, ଗଜପତି, ଜଗତ୍‌ସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେବଗଡ଼। ଏଠାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଲଘୁଚାପକୁ ଦୃଷ୍ଟିରେ ରଖି ୨ ଦିନ ଯାଏ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri