Posted inରାଜ୍ୟ

୨୦ରେ ଲଘୁଚାପ : ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖ ପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେକେତ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତି ଉପରେ ନଜର ରଖିବା ସହ ସତର୍କ ରହିବାକୁ ବୁଧବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୫୦ରୁ ୫୫ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରୁ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନେ ୨୦ ତାରିଖ ପୂର୍ବରୁ ଫେରିଆସିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା…

IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?