ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାରିପଦା ଠାରୁ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମବଙ୍ଗ ଦେଇ ଝାଡଖଣ୍ଡ ମୁହାଁ ହେବା ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟାରେ ପ୍ରାୟ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ସମୁଦ୍ରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଗତ ୨୪ ଘଣ୍ଟା ଭିତରେ ଜଗତ୍‌ସିଂପୁର କୁଜଙ୍ଗରେ ସର୍ବାଧିକ ୧୧୩ ମିମି ବର୍ଷା ରେକର୍ଡ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?