ଲଘୁଚାପ ପ୍ରଭାବ: ଏହି ୨ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ଅନୁଯାୟୀ, କଳାହାଣ୍ଡି ଓ ରାୟଗଡ଼ା ରେଡ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?