ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିବ ବୋଲି ଆକଳନ କରାଯାଉଛି। ଏହା ପ୍ରଭାବରେ ଆସନ୍ତା ୬ଦିନ ଅର୍ଥାତ୍‌ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଶନିବାର ବାଲେଶ୍ୱର, ଭ୍ରଦକ, ଜଗତ୍‌ସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ମୟୁରଭଞ୍ଜ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ରବିବାର ମୟୁରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍‌ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧା, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼କୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri