ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଜାରି କରିଛି। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ମାଛ ଧରି ନ ଯିବାକୁ ଅବଗତ କରାଯାଇଛି।

ଅନ୍ୟପକ୍ଷେ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଛତ୍ରପୁର ଏବଂ ତାହାର ଆଖାପାଖ ଅଞ୍ଚଳରେ ଶନିବାର ପୂର୍ବାହ୍ନରୁ ପ୍ରବଳ ବର୍ଷା ଜାରି ରହିଛି। ଏପରି ପ୍ରତିକୂଳ ପରିସ୍ଥିତିରେ ମାଛଧରି ଜୀବିକା ନିର୍ବାହ କରୁଥିବା ମତ୍ସ୍ୟଜୀବୀ କେବେ ସବୁଦ୍ରକୁ ମାଛ ଧରି ଯିବେ ପ୍ରଶାସନର ନିର୍ଦ୍ଦେଶକୁ ଅପେକ୍ଷା କରି ରହିଛନ୍ତି।

ସେମାନଙ୍କ ମଧ୍ୟରେ ଏମ୍‌. ରୁଗେୟା ଅନ୍ୟତମ। ସୂଚନା ଯୋଗ୍ୟ, ପ୍ରଶାସନର କଟକଣା ଯୋଗୁ ଗଞ୍ଜାମ ଜିଲା ଛତ୍ରପୁର ପୌର ପରିଷଦ ଉପକଣ୍ଠ ବଡ଼ ଆର୍ଯ୍ୟପଲ୍ଲୀ ଗାଁର ଏମ. ଗୁରେୟା ମଧ୍ୟ ପ୍ରଭାବିତ ହୋଇଛନ୍ତି। ସ୍ତ୍ରୀ ଓ ପିଲାମାନଙ୍କୁ ମିଶାଇ ୫ଜଣଙ୍କ ଭରଣପୋଷଣ ଗୁରେୟାଙ୍କ ଉପରେ ନିର୍ଭର କରେ। ସେ ମାଛଧରି ଆଣି ବଜାରରେ ବିକ୍ରି କରି ପରିବାର ଚଳାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ସାର୍‌, ପରୀକ୍ଷାରେ ଆମକୁ ହଇରାଣ କରିବେନି…ପାଣି-କାଦୁଅରେ ଭବିଷ୍ୟତ ଖୋଜୁଛନ୍ତି ଛାତ୍ରୀଛାତ୍ର

ପୁରୁଷୋତ୍ତମପୁର, ୬।୧୧ (ସବିତା ମିଶ୍ର): ଶିକ୍ଷାମନ୍ତ୍ରୀ ସାର୍‌, ପରୀକ୍ଷାରେ ଆମକୁ ହଇରାଣ କରିବେନି। ଆମର ବର୍ଷକର ପରିଶ୍ରମ ସବୁ ବନ୍ୟା ପାଣି ଧୋଇନେଇଛି। ଆଉ ଲେଖିବାକୁ ଆମ…

ଆଜି ଧନତେରସରେ ମାଲାମାଲ ହେବେ କେବଳ ଏହି ୪ ରାଶି, ବ୍ୟବସାୟରେ ହେବ ଲାଭ ହିିଁ ଲାଭ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଆଜି ୬ ନଭେମ୍ବର ୨୦୨୬, କାର୍ତ୍ତିକ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି। ସକାଳ ୧୦ଟା ୩୦ ମିନିଟରେ ଦ୍ୱାଦଶୀ ତିଥିର ସମାପ୍ତି ହୋଇ ତ୍ରୟୋଦଶୀ ତିଥି ଆରମ୍ଭ…

କେସିଙ୍ଗା ବ୍ଲକସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ: ପ୍ରତିଭା ପ୍ରଦର୍ଶନ କଲେ ଛାତ୍ରୀଛାତ୍ର

କେସିଙ୍ଗା, ୬।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ…

ହୃଦୟ ବିଦାରକ ହତ୍ୟାକାଣ୍ଡ: ପତ୍ନୀ, ପୁଅ, ଶାଶୁ-ଶ୍ୱଶୁରଙ୍କ ସମେତ ୭ ଜଣଙ୍କୁ ହତ୍ୟା କଲେ କ୍ୟାବ ଡ୍ରାଇଭର

ବେଙ୍ଗାଲୁରୁ,୬।୧୧: ବେଙ୍ଗାଲୁରୁରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଗୋଟିଏ ପରିବାରର ସାତ ଜଣ ସଦସ୍ୟଙ୍କୁ ହତ୍ୟା କରାଯାଇଛି; ଏଥିରେ ୭ବର୍ଷର ଜଣେ ବାଳକ ମଧ୍ୟ…

ବନ୍ୟା ବିପନ୍ନଙ୍କ ନିକଟରେ ପହଞ୍ଚିଲେ ମହିଳା ଆଇଆଇସି, ଘରଘର ବୁଲି…

ଗଞ୍ଜାମ,୬ା୧୧(ବିଦ୍ୟାଧର ସାହୁ): ଦୁଃଖ ଆଣି ଦେଇଛି ବାତ୍ୟା ଅର୍ଣ୍ଣବ। ବାତ୍ୟା ଓ ବନ୍ୟାରେ କାହାର ଘର ଭାସିଯାଇଛି ତ କାହାର ଚାଳ ଛପର ଆଜବେଷ୍ଟସ୍‌ ଉଡ଼ିଯାଇଛି। ଅଧିକାଂଶ…

ଦ୍ୱିତୀୟ ଦିନିକିଆ ପଇଁ ଭାରତୀୟ ପ୍ଲେଇଂ-୧୧ରେ ହୋଇପାରେ ବଡ଼ ପରିବର୍ତ୍ତନ: ସିରାଜ୍‌ ଇନ୍‌, ନବି ଆଉଟ୍‌ !

ୱେଲିଂଟନ,୬।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ନଭେମ୍ବର ୭ରେ ୱେଲିଂଟନ୍‌ର ରିଜିଓନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ପ୍ରଥମ ଦିନିକିଆରେ ବିଜୟୀ ହୋଇ ଭାରତୀୟ…

ଦୀପାବଳି ପୂର୍ବରୁ ସରକାରଙ୍କ ବଡ଼ ଉପହାର, ରାଜ୍ୟ କର୍ମଚାରୀଙ୍କୁ ମିଳିବ ୩୦ ଦିନର ବୋନସ

ନୂଆଦିଲ୍ଲୀ,୬।୧୧: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଲକ୍ଷ ଲକ୍ଷ କର୍ମଚାରୀଙ୍କୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ରାଜ୍ୟ ସରକାର ୨୦୨୫-୨୦୨୬ ବର୍ଷ ପାଇଁ ୩୦…

୬୦ବର୍ଷରେ ପାଚିକା ଚାକିରିରୁ ଅବସର, ହେଲେ ମିଳୁନି ବାର୍ଦ୍ଧକ୍ୟ ଭତ୍ତା! ଅସନ୍ତୋଷ କୁମୁଦିନୀ

ଅମରପାଲି,୬।୧୧(ପୀତାମ୍ବର ସାହୁ): ଚାକିରିରୁ ଅବସର ନେବାର ୧୦ ମାସ ବିତିଲାଣି । ଆଧାର କାର୍ଡ ଓ ଭୋଟର ପରିଚୟପତ୍ରରେ ବୟସ ୬୦ ବର୍ଷରୁ ଊର୍ଦ୍ଧ୍ୱ । ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?