ଅବପାତରେ ପରିଣତ ହେଲା ଲଘୁଚାପ କ୍ଷେତ୍ର, ୩ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅବପାତରେ ପରିଣତ ହେଲା ସୁଦୃଶଃ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ରାଜ୍ୟରେ ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାସହ ୩ ଜିଲା ଗଞ୍ଜାମ, ଗଜପତି ଓ କନ୍ଧମାଳକୁ ରେଡ୍‌ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ସମୁଦ୍ର ଆଶାନ୍ତ ରହିଥିବାରୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ନବରଙ୍ଗପୁର ଜିଲା କୁସୁମଗୁଡାଠାରେ ସର୍ବାଧିକ ବର୍ଷା ୧୬୧ମିମି ରେକର୍ଡ ହୋଇଛି। ସେହିପରି ୮ସ୍ଥାନରେ ଅତିପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ୪୪ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲକୁ ଫେରିଲେ ରାକେଶ

ଯାଜପୁର ଅଫିସ/ରସୁଲପୁର/ଯାଜପୁର ଟାଉନ(ଡି.ଏନ.ଏ.),୬।୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ (୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଦିନକୁ ଦିନ ଭିନ୍ନମୋଡ ନେଉଛି। ଘଟଣାର...

‘ଶିକ୍ଷକଙ୍କ ସମସ୍ୟା ବୁଝନ୍ତୁ ସରକାର’

ବଇଣ୍ଡା,୩।୧୨(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ଆଠମଲ୍ଲିକ ଶାଖା ପକ୍ଷରୁ ଶିକ୍ଷକ ସମସ୍ୟାକୁ ନେଇ ଏକ ଆଲୋଚନାଚକ୍ର...

ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ତିନି ମାସର ଦରମା ପ୍ରଦାନ କଲେ କୃଷି ମନ୍ତ୍ରୀ, ଏମ୍‌ପି ସସ୍ମିତ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ଏହାପରଠାରୁ ସିଏମ୍‌ଆର୍‌ଏଫ୍‌କୁ ସହାୟତାର ସୁଅ...

ପୁଣି ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନତୀ ଓ ଅପାରଗତା ପାଇଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର...

ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀ ଉଦ୍ଧାର

ଢେଙ୍କାନାଳ ଅଫିସ,୧୮ା୨: ନିଖୋଜ ସମିତିସଭ୍ୟା ପ୍ରାର୍ଥିନୀଙ୍କ ସ୍ବାମୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଶୁକ୍ରବାର ସକାଳୁ ଉଦ୍ଧାର କରାଯାଇଛି। ସିମିଳିଆ ଓଭର ବ୍ରିଜ୍‌ ନିକଟରୁ ପୋଲିସ ଉଦ୍ଧାରକରିଛି। ବନ୍ଧୁକ...

କୃଷି ବିଲ୍‌ରେ ବିଜେଡି ଅସ୍ପଷ୍ଟ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପଦାଙ୍କ ଅନୁସରଣ କରି ବିବାଦୀୟ ୩ କୃଷି ଆଇନ ଢାଞ୍ଚାରେ ରାଜ୍ୟ ସରକାର ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପ୍ରାଣୀସମ୍ପଦ ବିପଣନ(ବିକାଶ...

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ...

Advertisement
Archives

Model This Week