ଆଜି ଲଘୁଚାପ, ପ୍ରବଳ ବର୍ଷିବ: ଏହି ସବୁ ଜିଲାକୁ…

ଭୁବନେଶ୍ୱର, ୧୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ୱିବେଦୀଙ୍କ ସୂଚନାନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ୧୨ ତାରିଖ ଯାଏ ଘଡ଼ଘଡ଼ି, ବିଜୁଳି ସହ ପ୍ରବଳ ବର୍ଷା ହେବ। ତେବେ ୧୦ ତାରିଖ ଗୁରୁବାର ପାଇଁ ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଂ ଜାରି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

ସିଜେପି ବିକ୍ଷୋଭକାରୀଙ୍କୁ ନୋଟିସ ପଠାଇବାକୁ କିପରି ସାହସ କଲ

ନୂଆଦିଲ୍ଲୀ,୧୦ା୯: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ପରିଚାଳିତ ବିକ୍ଷୋଭରେ ଭାଗ ନେଇଥିବା ଜଣେ ଛାତ୍ରଙ୍କୁ ନୋଟିସ ଜାରି କରିଥିବାରୁ ଗ୍ରେଟର ନଏଡ଼ାର କାର୍ଯ୍ୟନିର୍ୱାହୀ ମାଜିଷ୍ଟ୍ରେଟ୍‌ଙ୍କୁ ସୁପ୍ରିମକୋର୍ଟ…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର…

ଜେଲେନସ୍କିଙ୍କ ବିମାନକୁ ଧକ୍କା ଦେଇଥାନ୍ତା ଡ୍ରୋନ! ଅଳ୍ପକେ ବର୍ତ୍ତିଲେ ୟୁକ୍ରେନ ରାଷ୍ଟ୍ରପତି, ସୁରକ୍ଷାରେ ବଡ଼ ତ୍ରୁଟି

ଓସ୍ଲୋ: ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ବିମାନ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଥିବା ଖବର ସାମ୍ନାକୁ ଆସିଛି। ମୋଲଦୋଭାରୁ ନରୱେ ଯାଉଥିବା ସମୟରେ ତାଙ୍କ ବିମାନ…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ…

ମାର୍ବଲ୍ ମନ୍ଦିରର ଉତ୍ଥାନ

ର୍ୱଲ ମନ୍ଦିରଗୁଡ଼ିକୁ ଦେଖିଲେ ପ୍ରଥମେ ଏହା ଚାରିପାଖର ପରିବେଶ ନଜରକୁ ଆସେ। ଭିକ୍ଟୋରିଆନ୍‌ ଶୈଳୀର ଲନ୍‌, ମୋଗଲ ଆମୋଦପ୍ରମୋଦ ବଗିଚାର ଭ୍ରମ ସୃଷ୍ଟି କରୁଥିବା ଝରଣା ଏବଂ…

ରାଜଯୋଗ ସହ ବଡ଼ ଗ୍ରହଙ୍କ ସଂଯୋଗ: ଆଜିଠୁ ମେଷ ସମେତ ୫ ରାଶିଙ୍କ ଉପରେ ବର୍ଷିବ ଧନ, ମିଳିବ ବଡ଼ ସଫଳତା

ଭୁବନେଶ୍ୱର: ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୧୦ ତାରିଖ ଅନେକ ଶୁଭ ଯୋଗ-ସଂଯୋଗ ନେଇ ଆସୁଛି। ଭାଦ୍ରବ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥି ଓ ଗୁରୁବାରର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri