୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଅବପାତ!

ଭୁବନେଶ୍ୱର,୧୮।୫: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ

ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍‌କି...

ପୋଲାଭରମ ପାଇଁ ସରକାର କ’ଣ କରୁଛି: ତାରା ବାହିନୀପତି

ଭୁବନେଶ୍ୱର,୨୭।୭: ନୀତି ଆୟୋଗ ବୈଠକକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡିଶାରୁ ୨୦ ଏମ୍‌ପି ଯାଇଛନ୍ତି।...

ରାଜ୍ୟ ସରକାରଙ୍କ ଉପରେ ରାଗିଗଲେ ପ୍ରମିଳା: କହିଲେ କିଛି ଜାଣି ନାହାନ୍ତି…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି ରାଜ୍ୟ ସରକାର କୌଣସି ବିଷୟ ଜାଣି ନାହାନ୍ତି...

ଟେନ୍‌ସନ୍‌ ବଢ଼ାଉଛି ଆଳୁ, ଗ୍ରାହକ ହଟହଟା

ଝରିଗାଁ,୨୭ା୭(କିଶୋର ଚନ୍ଦ୍ର ମଣ୍ଡଳ): ଧନୀ ହେଉକି ଗରିବ। ଘରର ନିତ୍ୟ ବ୍ୟବହାର୍ଯ୍ୟ ଆଳୁର ଦର ବୃଦ୍ଧି ଗ୍ରାହକଙ୍କୁ ଟେନ୍‌ସନ୍‌ ଦେଉଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ...

କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌...

ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ...

ଅଗ୍ନି ବୀରଙ୍କ ପାଇଁ ୧୦ ପ୍ରତିଶତ ସରଂକ୍ଷଣ: ମୋହନ ସରକାରଙ୍କୁ ଘେରିଲା କଂଗ୍ରେସ, ତାରା ବାହିନୀପତି କହିଲେ…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାର ଅଗ୍ନି ବୀରଙ୍କ ପାଇଁ ୧୦ ପ୍ରତିଶତ ସରଂକ୍ଷଣ କରିଛନ୍ତି। ତେବେ ଏ ନେଇ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ନାଁରେ ସ୍ବାଧିକାର ଭଙ୍ଗ ନୋଟିସ...

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ନୂଆଦିଲ୍ଲୀ,୨୭।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ନୂଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri