ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳ ବର୍ଷିବ, ୪ ଜିଲାକୁ ଅରେଞ୍ଜ ୱାର୍ନିଂ

ଭୁବନେଶ୍ୱର,୨୯।୮: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପ ସଷ୍ଟି ହେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ତେବେ ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି।

ଅନ୍ୟପଟେ ଆଜି ୪ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି । ସେହି ଜିଲାଗୁଡିକ ହେଲା-ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡା, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri