ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୦ (ବନ୍ଦନା ସେଠୀ):ମୌସୁମୀ ଆସିବାଠାରୁ ଏପର୍ଯ୍ୟନ୍ତ ୧୬ଟି ଲଘୁଚାପ ରାଜ୍ୟକୁ ପ୍ରଭାବିତ କରିଛି। ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ନେଇ ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ବର୍ଷାର ପରିମାଣ କମ୍‌ ରହିଥିଲେ ହେଁ ରବିବାର ପର୍ଯ୍ୟନ୍ତ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ନବରଙ୍ଗପୁର, ନୂଆପଡ଼ାରେ ପବନ ଓ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲାରେ ଝଟକା ପବନ ସହିତ ଘଡ଼ଘଡ଼ି ଓ ବର୍ଷା ହେବାର ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri