ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା ସହିତ ୧୨ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ସପ୍ତାହେ ଧରି ରାଜ୍ୟରେ ତାପମାତ୍ରା ଉପରମୁହଁା ଥିବାବେଳେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ବୁଧବାରଠାରୁ ପାଣିପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri